Breaking News

ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||     

ବାଳ କୃଷ୍ଣ ପୁର ଗ୍ରାମରେ ରଜ ମହାତ୍ସବ ମହା ଧୁମ ଧାମ ରେ ପାଳିତ |

14-Jun-2026

ପୁରପଲ୍ଲୀରେ  ରଜ ମୋହାତ୍ସବ ପାଳିତ

, ଓଡିଶା ଜନ ମତ, ବ୍ରହ୍ମପୁର,

 କୈଳାଶ ଚନ୍ଦ୍ର ଚୌଧୁରୀ :-----
 *କୁକୁଡ଼ାଖଣ୍ଡି ବ୍ଲକ ଲାଞ୍ଜିଆ ପଞ୍ଚାୟତ ବାଳକୃଷ୍ଣପୁର ଗ୍ରାମରେ ରଜ ମୋହାତ୍ସବ ପାଳନ ହୋଇ ଯାଇଛି । ଲାଞ୍ଜିଆ ସମିତି ସଭ୍ୟ ତଥା ଆମ୍ବଗଡ ସେବା ସମବାୟ ସମିତିର ସଭାପତି କାହ୍ନୁ ଚରଣ ପାତ୍ର ଙ୍କ ତତ୍ୱାବଧାନ ରେ ଏହି ପର୍ବ ପାଳନ ହୋଇ ଛି । ଆଜି ପହିଲି ରଜ ଉପଲକ୍ଷେ ଗ୍ରାମର କୁନି କୁନି ଝିଅ ମାନେ ବହୁତ୍ ହର୍ଷୋଲ୍ଲାସରେ ଏହି ରଜ ପର୍ବ ପାଳନ କରିଛନ୍ତି । ଏହି ପର୍ବ ତିନି ଦିନ ଧରି ଚାଲିବ ବୋଲି କାହ୍ନୁ ପାତ୍ର କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଗ୍ରାମର ଦୁଇ କୁନି ଝିଅ ଜାଗୃତି ଗୌଡ଼ ଓ ଶୁଭଶ୍ରୀ ମହାନ୍ତିଙ୍କ କର କମଳରେ ଦୁଇଟି ରଜଦୋଳିକୁ ଶୁଭାରମ୍ଭ କରିବା ସହିତ ଝିଅ ମାନଙ୍କ ଦ୍ୱାରା କେକ୍ ମଧ୍ୟ କଟା ଯାଇଥିଲା । ଏହି ତିନିଦିନ ରଜଦୋଳି ଖେଳିବା ସହିତ ବିଭିନ୍ନ ପ୍ରକାରର ନାଚ ଓ ଗୀତର ପ୍ରତିଯୋଗିତା ହେବାର କାର୍ଯ୍ୟକ୍ରମ ରହିଛି । ଆଜି କୁନି କୁନି ଝିଅମାନେ ରଜଦୋଳି ଖେଳିବା ସହିତ ମିଠା ଓ ପିଠା ବଣ୍ଟନ କରି ପରସ୍ପର ମଧ୍ୟରେ ଶୁଭେଚ୍ଛା ଜଣାଇବା ସହିତ ରଜପାନ ଖାଇ ଏହି ରଜ ପର୍ବକୁ ପାଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗ୍ରାମର ହରିଶ୍ଚନ୍ଦ୍ର ପାଣିଗ୍ରାହୀ , ସୁଧାକର ସାହୁ , କାହ୍ନା ସାହୁ , ରାଜୀବ ସାହୁ ,  ପ୍ରଫୁଲ୍ଲ ସାହୁ ଓ ଅଞ୍ଜନା ମହାରଣା ପରିଚାଳନା କରିବା ସହିତ ଗ୍ରାମର ଗ୍ରାମବାସୀ ଓ ବହୁ ମହିଳା ସହଯୋଗ କରିଥିଲେ।*

News Comment

You Might Also Like

BACK TO TOP