Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ସଂଘବଦ୍ଧ ଆକ୍ରମଣ ରେ ଯୁବକ ଗୁରୁତର , ମେଡିକାଲ ରେ ଭର୍ତ୍ତି |

15-Jun-2026

ସଂଘବଦ୍ଧ ଆକ୍ରମଣ, ଗୁରୁତର ଯୁବକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି, 

 ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ : ---
ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଆଙ୍କୋରଡା ଗ୍ରାମ ର ଅଶୋକ ବିଷୋୟୀ ନାମକ ଜଣେ ଯୁବକ କୁ କିଛି ଯୁବକ ହଠାତ୍ କାରରେ ଆସି ବିଭିନ୍ନ ମାରଣାସ୍ତ୍ର ରେ ଆକ୍ରମଣ କରିଥିଲେ। ଯାହା ଫଳରେ ଅଶୋକ ଶରିରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ଡ଼ାକ୍ତରଖାନା ରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଅଶୋକ ର ଘର ରଥ ସାହି ଓ ସେ ଡାକ୍ତରଖାନା ଛକରେ ବସିଥିବା ବେଳେ ଏହି ଘଟଣା ଘଟିଛି। ଖବର ପାଇ ଆସ୍କା ଏସଡିପିଓ ଓ ଥାନା ଅଧିକାରୀ ପୋଲିସ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP