Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

କାଶୀପୁର ଥାନା ଅଞ୍ଚଳରେ ସ୍କୁଟି ରୁ ପଡ଼ି ଜଣେ ମୃତ, ଜଣେ ଗୁରୁତର |

15-Jun-2026

ଭାରସାମ୍ୟ ହରାଇ ସ୍କୁଟିରୁ ପଡି ଜଣେ ମୃତ, ଜଣେ ଗୁରୁତର
ଓଡିଶା ଜନମତ ରାୟଗଡା,୧୫/୬,

କାମେଶ୍ୱର କରକରିଆ :------

  ରାୟଗଡା ଜିଲ୍ଲା କାଶିପୁର ବ୍ଲକ ଗୋଡ଼ିବାଲି ପଞ୍ଚାୟତର ମିନାଖୁଣ୍ଟି ଗ୍ରାମ ନିକଟସ୍ଥ ବୁଲାଣିରେ ଭାରସାମ୍ୟ ସ୍କୁଟିରୁ ପଡି ଜଣେ ମୃତ, ଜଣେ ଗୁରୁତର ହୋଇ ବ୍ରହ୍ମପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ଜଣାପଡିଛି। ସୂଚନା ଅନୁଯାୟୀ ଅମଲାଭଟା ଛକନିକଟରେ ଥିବା ଡ୍ରିଙ୍କ କମ୍ପାନୀରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ ମାନେ ଭୋଜି କରିବା ପାଇ କାଶୀପୁର ଅଞ୍ଚଳକୁ ଯାଇଥିଲେ। ଭୋଜି ସରିବା ପରେ ଗୋଟିଏ ସ୍କୁଟିରେ ଦୁଇଜଣ କଲ୍ୟାଣସିଂହପୁର ବ୍ଲକର ସୁଲିପଦର ଗ୍ରାମର ଲକି ସାହୁ ଙ୍କ ପୁଅ ସାଗର ସାହୁ (୨୨) ଓ କୋଲନରା ବ୍ଲକର ମୁକୁନ୍ଦ ପୁର ଗ୍ରାମର ସୁନୀଲ ପ୍ରଧାନ (୨୪)ସନ୍ଧ୍ୟା ୬ଟା ଅମଲାଭଟା କେମ୍ପକୁ ଆସିବା ବେଳେ ଗୋଡ଼ିବାଲି ପଞ୍ଚାୟତର ମିନାଖୁଣ୍ଟି ଗ୍ରାମ ନିକଟସ୍ଥ ବୁଲାଣି ଘାଟି ରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡ଼ିଥିଲେ। ପଛରେ ଆସୁଥିବା ସାଥି ମାନେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଶିକରପାଇ ପ୍ରାଥମିକ ଚିକିତ୍ସାଳୟ କୁ ନେଇଥିଲେ। ସେଠାରେ ଡକ୍ଟର ପ୍ରାଥମିକ ଚିକିତ୍ସା କରି ସାଗର ସାହୁ( ୨୨)କୁ କଲ୍ୟାଣ ସିଂହପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିବା ବେଳେ ସୁନୀଲ ପ୍ରଧାନ କୁ ବ୍ରହ୍ମପୁର ମେଡିକାଲକୁ ପଠାଇଦେଇଥିଲେ। ଏଠାରେ ଡକ୍ଟର ଅନୁଭବ ସାହୁ ପ୍ରାଥମିକ ଚିକତ୍ସା କରିବା ବେଳେ ଯୁବକର ମୃତ୍ୟୁ ହୋଇଥିବା ଘୋଷଣା କରିଥିଲେ।କଲ୍ୟାଣ ସିଂହପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆସିବା ପୂର୍ବରୁ ସାଗର ସାହୁଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ପ୍ରକାଶ କରିଛନ୍ତି। ଅନ୍ୟ ଜଣେ ସୁନୀଲ ପ୍ରଧାନ ମୃତ୍ୟୁ ସହ ସଙ୍ଗମ କରୁଥିବା ସୂଚନା ମିଳିଛି। ଉକ୍ତ ଖବରପାଇ କାଶୀପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ଅପମୃତ ମାମଲା ରୁଜୁ କରି ଶବ ବ୍ୟବଛେଦ କରିବା ପରେ ପରିବାରକୁ ହସ୍ତାନ୍ତର କରିଥିଲେ।

News Comment

You Might Also Like

BACK TO TOP