Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମି ଭଲ ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ |

15-Jun-2026

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ଓଡିଶା ଜନମତ,ବାଲିଗୁଡା, ତା, ୧୫/୦୬,

ସଞ୍ଜୟ କୁମାର ପାଣିଗ୍ରାହୀ :-----

 ସପ୍ତଶଯ୍ୟା ମହୋତ୍ସବ ଓଡ଼ିଶାର ଏକ ପ୍ରସିଦ୍ଧ ଧାର୍ମିକ ଓ ସାଂସ୍କୃତିକ ଉତ୍ସବ। ଏହା ଢେଙ୍କାନାଳ ଜିଲ୍ଲାର ଐତିହାସିକ ଓ ପବିତ୍ର ସପ୍ତଶଯ୍ୟା ପୀଠରେ ପାଳିତ ହୋଇଥାଏ l ଏହି ମହୋତ୍ସବ କୁ ଦିବ୍ୟାଂସୀ ଡ୍ୟାନ୍ସ ଏକାଡେମୀ ତରଫରୁ ଭୁବନେଶ୍ୱର ସ୍ଥିତ ରବିନ୍ଦ୍ର ମଣ୍ଡପରେ ବହୁ ଆଡମ୍ବର ସହ ପାଳନ କରାଯାଇଥିଲା l ଓଡ଼ିଶୀ, ଲୋକନୃତ୍ୟ,ସାଂସ୍କୃତିକ ଐଶ୍ୱର୍ଯ୍ୟକୁ ଏକାଠି ପ୍ରଦର୍ଶନ କରୁଥିବା ଏକ ଅନନ୍ୟ ଉତ୍ସବ ଭାବେ ପରିଚିତ। ଏହି ମହୋତ୍ସବ ରେ ଓଡିଶାର ଅନେକ ସାଂସ୍କୃତିକ ଅନୁଷ୍ଠାନ ଯୋଗ ଦେଇଥିଲେ l ସେଥି ମଧ୍ୟରେ କନ୍ଧମାଳ ଜିଲ୍ଲା ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ର ଗୁରୁ କେଦାର ନାଥ ନାୟକ ଙ୍କ ଦ୍ୱାରା ଓଡିଶୀ ଶିକ୍ଷା ପ୍ରାପ୍ତ କରିଥିବା ଛାତ୍ରୀ ଆଂଶି ସଭ୍ରାଂଶି ପାତ୍ର, ଜ୍ୟୋତିର୍ମୟୀ ପାଢ଼ୀ, ଅଙ୍କିତା ନାୟକ, ଶୁଭଶ୍ରୀ ପଣ୍ଡା, ସୁରଞ୍ଜନା ବାରିକ, ସୋମନା ସୋନାକ୍ଷୀ ପଣ୍ଡା, .ସୋନମ ପଣ୍ଡା, ସାଇ ସ୍ନିଗ୍ଧା ପ୍ରଧାନ ଏବଂ ଶିଷ୍ୟା ଅନ୍ଵେଷା ଚୌଧୁରୀ ଉଭୟ ଏକକ ଏବଂ ଡାଲଗତ ନୃତ୍ୟ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମସ୍ତ ମାନ୍ୟଗଣ୍ୟ ଶାସ୍ତ୍ରୀୟ ଗୁରୁ ମାନଙ୍କ ପ୍ରଶଂସା ସାଉଁଟିବା ସହ ପୁରସ୍କାର ମଧ୍ୟ ଅର୍ଜନ କରିଥିଲେ l ସେହି ଛାତ୍ରୀ ମନଙ୍କୁ ସୁଦୂର କନ୍ଧମାଳ ଜିଲ୍ଲା ବାଲିଗୁଡା ରୁ ନେଇ ଭୁବନେଶ୍ୱର ରବିନ୍ଦ୍ର ମଣ୍ଡପ ପର୍ଯ୍ୟନ୍ତ ପହଞ୍ଚାଇ ଥିବା ଗୁରୁ କେଦାରନାଥ ନାୟକ ଙ୍କୁ ମଧ୍ୟ ଅନୁଷ୍ଠାନ ତରଫରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇ ଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ପ୍ରସିଦ୍ଧ ଗୁରୁ ମିନାକ୍ଷୀ ବେହେରା, ଗୁରୁ ଅଶୋକ ଘୋସାଲ, ଗୁରୁ ସୁକାନ୍ତ କୁଣ୍ଡୁ, ଗୁରୁ ଅନିରୁଦ୍ଧ ଦାସ, ଗୁରୁ ଶ୍ରୀକାନ୍ତ ଦାସ ପ୍ରମୁଖ ଯୋଗ ଦେଇ ଥିଲେ l

News Comment

You Might Also Like

BACK TO TOP