Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ସ୍ତ୍ରୀକୁ ମରାଣାନ୍ତକ ଆକ୍ରମଣ କରି ସ୍ୱାମୀ ଥାନାରେ ଅଟକ |

15-Jun-2026

ସ୍ତ୍ରୀ କୁ ଆକ୍ରମଣ, କର  ଅଭିଯୁକ୍ତ  ସ୍ୱାମୀ  ଥାନାର  ଅଟକ,  ଅଗ୍ନିକୁ ସାକ୍ଷୀରଖି  ବ୍ରାହ୍ମଣ ଙ୍କ ମନ୍ତ୍ର ଧ୍ଵନି ସହିତ ଆତ୍ମୀୟ, ଦ୍ୱଜନ, ପରିବାର ଙ୍କ ଉପସ୍ଥିତି ରେ ହୋମ ବେଦୀ ଚାରିପଟେ ସାତଥର ବୁଲି ସ୍ତ୍ରୀର ମଥାରେ ସିନ୍ଦୁର ଲଗାଇ  ତାଙ୍କୁ ଭଲରେ ରଖିବି ବୋଲି ବଚନ ଦେଇଥବା ସ୍ୱାମୀ ଟି ଆଜି ସେହି  ସ୍ତ୍ରୀକୁ  ମରଣାନ୍ତକ ଆକ୍ରମଣ କରିଥିବା  ଅଭିଯୋଗରେ  ସ୍ୱାମୀ  କୁ ଅଟକ ରଖିଛି ଜୟପୁର ସଦର ପୋଲିସ ।  ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣିପୁଟର ମାଳା ଖିଲ (୫୦)  ଜୟପୁର ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।  ତାଙ୍କ ଅଭିଯୋଗ ପତ୍ର ରେ ଉଲ୍ଲେଖ କରାଯାଇଛି ଯେ ଗତ ୧୨ ତାରିଖରେ  ଅଭିଯୁକ୍ତ ସ୍ୱାମୀ ଲକି ଖିଲ  ପ୍ରଚୁର ମଦ୍ୟ ପାନ କରି ଆସି ଥିଲେ । ସ୍ତ୍ରୀ ମାଳା ଘର ଭିତରେ ଥିବା ବେଳେ   ବିୟର ବୋତଲରେ ସ୍ୱାମୀ ଆସି ଆକ୍ରମଣ କରିଥିଲେ । ପୁଣି ଏକ ପଥର ଆଣି ମାଳା କୁ ମୁଣ୍ଡ ପ୍ରହାର କରିଥିଲ । ଓ ଘରୁ ଯିବାକୁ କହି  ମାଡ ମାରିଥିଲେ । ସେ ଗୁରୁତର ହୋଇ ପଡିଥିଲେ । ଚିକିତ୍ସା ପାଇ ଚିକିତ୍ସାଳରେ ଭତ୍ତି ହୋଇଥିଲେ । ଏନେଇ ଆଜି ଜୟପୁର   ସଦର ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ କୁ ଭିତ୍ତି କରି  ପୋଲିସ   ମାମଲା ରୁଜୁ କରିଛି । ଅଭିଯୁକ୍ତ  ସ୍ୱାମୀ କୁ ଥାନାରେ ଅଟକ ରଖିଥିବା ବିଷୟ  ସଦର ଥାନା ଅଧକାରି ସଚିନ୍ଦ୍ର ପ୍ରଧାନ ସୁଚନା ଦେଇଛନ୍ତି ।

News Comment

You Might Also Like

BACK TO TOP