Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଘରେ କେହି ନଥିଲା ବେଳେ ଏକୁଟିଆ ଯୁବତୀଙ୍କୁ କିଛି ଅଭିଯୁକ୍ତ ଙ୍କ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ||

16-Jun-2026

 ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ,

     ଓଡିଶା ଜନ ମତ ବ୍ୟୁର,  ପୋଲିସ ଯେତେ ସତର୍କତା ଓ ସଚେତନତା କଲେ ମଧ୍ୟ ଅପରାଧୀ ମାନେ ପୋଲିସ କୁ ଖୋଳା ଚ୍ୟଲେଞ୍ଜ ଦେଉଛନ୍ତି | ଏବଂ ସେମାନଙ୍କ ଅପରାଧିକ କାର୍ଯ୍ୟ କଳାପ ସେପରି ଜାରିରଖିଛନ୍ତି | ନବରଙ୍ଗପୁର ଜିଲ୍ଲାରୁ ଆସିଛି ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା। କୋଡ଼ିଙ୍ଗା ଥାନା ଅନ୍ତର୍ଗତ ଚଚରାଗୁଡା ଗ୍ରାମରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର ହୋଇଥିବାବେଳେ, ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ଉଠିଛି।ମୃତ ଯୁବତୀ ଚନ୍ଦ୍ରା ଭତ୍ରା ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଯୁବତୀ ଜଣକ ଘରେ ଏକାକୀ ଥିବା ସମୟରେ କିଛି ଦୁର୍ବୃତ୍ତ ତାଙ୍କ ଉପରେ ଅତ୍ୟାଚାର କରିଥିବା ସନ୍ଦେହ କରାଯାଉଛି। ପରେ ତାଙ୍କୁ ହତ୍ୟା କରି ମୃତଦେହକୁ ଘର ବାରିପଟେ ଫିଙ୍ଗି ଦେଇ ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି।ଘଟଣା ସମ୍ପର୍କରେ ଖବର ପାଇ ନବରଙ୍ଗପୁର ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ଓ କୋଡ଼ିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତଦେହକୁ ଜବତ କରାଯାଇ ପୋଷ୍ଟମର୍ଟମ୍ ପାଇଁ ପଠାଯାଇଥିବାବେଳେ ବୈଜ୍ଞାନିକ ଟିମ୍ ଘଟଣାସ୍ଥଳରୁ ବିଭିନ୍ନ ନମୁନା ଓ ପ୍ରମାଣ ସଂଗ୍ରହ କରୁଛି।ପୋଲିସ ପକ୍ଷରୁ କୁହାଯାଇଛି ଯେ, ପୋଷ୍ଟମର୍ଟମ୍ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ। ଘଟଣାକୁ ଗୁରୁତର ସହ ନିଆଯାଇଥିବାବେଳେ ଶୀଘ୍ର ତଦନ୍ତ ସମାପ୍ତ କରି ଦୋଷୀଙ୍କୁ ଗିରଫ କରାଯିବ ବୋଲି ପୋଲିସ ପ୍ରଶାସନ ସୂଚନା ଦେଇଛି।ଏହି ଘଟଣା ପରେ ଚଚରାଗୁଡା ସହ ସମଗ୍ର ଅଞ୍ଚଳରେ ଶୋକ ଓ ଉଦ୍ବେଗର ପରିବେଶ ସୃଷ୍ଟି ହୋଇଛି। ଅଭିଯୁକ୍ତମାନଙ୍କୁ ଶୀଘ୍ର ଗିରଫ କରି କଠୋର ଦଣ୍ଡ ପ୍ରଦାନ କରିବାକୁ ସ୍ଥାନୀୟ ବାସିନ୍ଦାମାନେ ଦାବି କରିଛନ୍ତି। କିନ୍ତୁ ଦୁଷ୍କର୍ମ ସମ୍ପର୍କିତ ଅଭିଯୋଗର ସତ୍ୟତା ପୋଲିସ ତଦନ୍ତ ଓ ପୋଷ୍ଟମର୍ଟମ୍ ରିପୋର୍ଟ ପରେ ସ୍ପଷ୍ଟ ହେବ।

News Comment

You Might Also Like

BACK TO TOP