Breaking News

ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||     

ମା ମାଝୀ ଗୌରୀ କ୍ରିକେଟ ଟୁନାମେଣ୍ଟ ଉଦ ଯାପିତ, ରେଖାଲିଗୁଡା ଚାମ୍ପିୟାନ୍ |

16-Jun-2026

ମା’ ମାଝିଗୌରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ: ରେଖାଲିଗୁଡା ଚ୍ୟାମ୍ପିଅନ
ଓଡିଶା ଜନମତ ରାୟଗଡା , ୧୬/୦୬,

କାମେଶ୍ୱର କରକରିଆ :-----

 ମାଣ୍ଡିପଦର ଠାରେ ଆୟୋଜିତ ମା’ ମଝିଗୌରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ରେଖାଲିଗୁଡା ଦଳ ପୋଲମାକୁ ପରାସ୍ତ କରି ଚ୍ୟାମ୍ପିଅନ ହୋଇଛି।ଫାଇନାଲ ମ୍ୟାଚ୍‌ରେ ପୋଲମା ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୧୨ ଓଭରରେ ଦଳ ୭୦ ରନ୍ ସଂଗ୍ରହ କରି ରେଖାଲିଗୁଡା ଦଳକୁ ୭୧ ରନ୍‌ର ବିଜୟ ଲକ୍ଷ୍ୟ ଦେଇଥିଲା। ଜବାବରେ ରେଖାଲିଗୁଡା ଦଳର ଓପେନିଂ ଯୋଡ଼ିଙ୍କ ଧୂଆଁଧାର ବ୍ୟାଟିଂ ବଳରେ ମାତ୍ର ୮ ଓଭରରେ ଲକ୍ଷ୍ୟ ହାସଲ କରି ବିଜୟ ମୁକୁଟ ହାସଲ କରିଥିଲା। ଉଦ୍‌ଯାପନୀ ଉତ୍ସବରେ ପୂର୍ବତନ  ବିଜେଡି ମନ୍ତ୍ରୀ ଜଗନ୍ନାଥ ସାରାକା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜୟୀ  ଦୋଳ କୁ ୧୬ ହଜାର ଅର୍ଥ ସହ ପୁରସ୍କାର ଓ ରନର୍ସ-ଅପ୍ ଦଳକୁ  ୧୨ ହଜାର ଅର୍ଥ ସହ ପୁରସ୍କାର ବିତରଣ କରିଥିଲେ।ଏହି କାର୍ଯ୍ୟକ୍ରମରେ କଲ୍ୟାଣସିଂହପୁର ବିଜେଡି ବ୍ଲକ ସଭାପତି ସୁନ୍ଦରରାଓ ବାଗ, ବି. ମାଧବ ରାଓ, ଜି. ଶ୍ରୀନୁ, ପୋଲମା ନାଏବ ସରପଞ୍ଚ ମହେନ୍ଦ୍ର ହୁଇକା, ରାମନାଥ ହୁଇକା, ଶିବ ପ୍ରସାଦ ଗେମ୍ଭଳି, ଉପେନ୍ଦ୍ର କରକରିଆ ଏବଂ କିଶୋର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ଫାଇନାଲ ମ୍ୟାଚ୍‌କୁ ଗୋପୀନାଥ ହୁଇକା ଓ ଈଶ୍ୱର ହିକକା ଏମ୍ପାୟାର ଭାବେ ପରିଚାଳନା କରିଥିବା ବେଳେ ସାଗର ହୁଇକା ସ୍କୋରର ଦାୟିତ୍ୱ ନିର୍ବାହ କରିଥିଲେ।ଆୟୋଜକ କମିଟିର ପୂର୍ଣ୍ଣଚନ୍ଦ୍ର ହୁଇକା, ନବୀନ ବିଭାର, ତପନ ହୁଇକା, ନଳଧର ହିକକା, ସିଦ୍ଧାନ୍ତ ହୁଇକା ଓ ହିତେଶ ହୁଇକାଙ୍କ ସମେତ ସମସ୍ତ ସଦସ୍ୟ ଟୁର୍ଣ୍ଣାମେଣ୍ଟ ପରିଚାଳନାରେ ସହଯୋଗ କରିଥିଲେ।ଟୁର୍ଣ୍ଣାମେଣ୍ଟରେ ଗୋବିନ୍ଦ ହୁଇକା ମ୍ୟାନ୍ ଅଫ୍ ଦ ମ୍ୟାଚ୍ ଏବଂ ବେଷ୍ଟ ବ୍ୟାଟ୍ସମ୍ୟାନ୍ ପୁରସ୍କାର ହାସଲ କରିଥିବା ବେଳେ ଅର୍ଜୁନ ମାର୍କଣ୍ଡି ମ୍ୟାନ୍ ଅଫ୍ ଦ ସିରିଜ୍ ଓ ବେଷ୍ଟ ବୋଲର୍ ପୁରସ୍କାର ପାଇଥିଲେ।ଉଲ୍ଲେଖଯୋଗ୍ୟ ଯେ, ଗତ ୩୧ ମେରୁ ଆରମ୍ଭ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟ ଆଜି ଉତ୍ସାହ ଓ ଉଦ୍ଦୀପନାର ସହିତ ସଫଳତାର ସହ ଉଦ୍‌ଯାପିତ ହୋଇଛି। ସ୍ଥାନୀୟ କ୍ରିକେଟପ୍ରେମୀଙ୍କ ଭିଡ଼ ଓ ଖେଳା ଳିମାନଙ୍କ ଉତ୍ସାହ ଟୁର୍ଣ୍ଣାମେଣ୍ଟକୁ ସଫଳ କରିଥିଲା।

News Comment

You Might Also Like

BACK TO TOP