Breaking News

ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||     

ବେରୁଆଁ ବାଡ଼ି ପଞ୍ଚାୟତ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ |

16-Jun-2026

ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର
 ଓଡିଶା ଜନ ମତ,କୋଦଳା, 

ସୂର୍ଯ୍ୟ ନାରାୟଣ  ବଡୁ :----

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ବେରୁଆଁ ବାଡ଼ି        ପଂଚାୟତ ରାଜୀବ ଗାନ୍ଧୀ ସେବା ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି  ଅତିରିକ୍ତ ଗୋଷ୍ଠୀ ଉର୍ଣ୍ଣୟନ ଅଧିକାରୀ ନିରଞ୍ଜନ ବେହେରା ,ସରପଞ୍ଚ ପ୍ରତିମା କୁମାରୀ ପାଢ଼ୀ, ସମିତି ସଭ୍ୟ ବ୍ରଜ ସୁନ୍ଦର ସାହୁ,  ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ସାହୁ,ଏ ସ ଆଇ ସୁରେଶ କୁମାର ନାୟକ ଯୋଗ ଦେଇଥିଲେ । ବି ଡ଼ି ଓ ଅଭିଯୋଗ ଶୁଣାଣୀ ପାଇଁ ଚିଠି କଲେ ମଧ୍ୟ୍ୟ ମୂର୍ତ୍ତିକା ସଂରକ୍ଷଣ ଅଧିକାରୀ କେବେ ଯୋଗ ଦେଉନଥିବା ସାଧାରଣ ରେ ଅଭିଯୋଗ  ହୋଇଥିଲା ।ଏଥିରେ କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ବାଡିଟିଆ , ପି ଇ ଓ ସୁଦାମ ପ୍ରଧାନ , ଡବ୍ଲୁ ଇ ଓ ସ୍ଵାଗତିକା ରାଉତ,ଡ଼କ୍ଟର ସଞ୍ଜୟ କୁମାର ସାହୁ,ଜଳ ଓ ପରିମଳ  ଯନ୍ତ୍ରୀ ଶୁଭଶ୍ରୀ ମହାରଣା ,ମମତା ପଣ୍ଡା ଯୋଗାଣ ନିରୀକ୍ଷକ ବାଦଲ ବେହେରା , ବି ଏଲ ସି ଦେବରାଜ ବେହେରା, ରହି  ଅଭିଯୋଗ ଶୁଣାଣୀ କରିଥିଲେ ।  ଏଥିରେ  ମୋଟ 8 ଗୋଟି ଅଭିଯୋଗ  ହୋଇଥିଲା ସେଥିମଧ୍ୟରୁ  ଭତା 2 ଗୋଟି ରାସନ କାର୍ଡ 2 ଅନ୍ୟାନ୍ୟ 4 ଗୋଟି ଅଭିଯୋଗ ହୋଇଥିଲା ।ସମସ୍ତ ଅଭିଯୋଗକୁ ଶୁଣାଣି କରି ନିର୍ଧାରିତ ବିଭାଗକୁ ସମାଧାନ ପାଇଁ ପଦକ୍ଷେପ ନେବାକୁ ସୁପାରିଶ କରିଛନ୍ତି ବେଗୁନିଆପଡ଼ା  ଅତିରିକ୍ତ ଗୋଷ୍ଠୀ ଉର୍ଣ୍ଣୟନ ଅଧିକାରୀ ନିରଞ୍ଜନ ବେହେରା

News Comment

You Might Also Like

BACK TO TOP