Breaking News

ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||     

ତିନି ମାସ ହେଲା ଭତ୍ତା ନମିଳିବାରୁ ଜୀବନ ହାରିଲେ ବୃଦ୍ଧା |

16-Jun-2026

ଭତ୍ତା ପାଇଁ ଜୀବନ ହାରିଲେ ବୃଦ୍ଧା।

 ଓଡିଶା ଜନ ମତ, କୋଦଳା, 

ସୂର୍ଯ୍ୟ ନାରାୟଣ ବଡୁ :-----

ଦୀର୍ଘ ୩ ମାସ ଧରି ଭତ୍ତା ନ ପାଇ ଶେଷରେ ଜୀବନ ହାରିଦେଲେ ୬୬ ବର୍ଷୀୟା ବୃଦ୍ଧା। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ମର୍ଦ୍ଦକୋଟ ଗ୍ରାମ ପଞ୍ଚାୟତର ଚଢିଆପଡା ଗ୍ରାମରେ। ଭତ୍ତା ଟଙ୍କା ଆକାଉଣ୍ଟ୍ କୁ ଆସିଲା କି ନାହିଁ ସେ ନେଇ ବାରମ୍ବାର ବ୍ଯାକଂ କୁ ଦୌଡୁଥିଲେ। ଦୀର୍ଘ ୩ ମାସ ଧରି ଭତ୍ତା ନ ଆସିବାରୁ ମାନସିକ ଭାରସାମ୍ୟ ହରାଇ ଗତ ରବିବାର ଆତ୍ମହତ୍ୟା କରିଦେଲେ ବୃଦ୍ଧା ମହିଳା। ବୃଦ୍ଧା ଜଣକ ହେଲେ ଚଢିଆପଡା ଗ୍ରାମର ବି ସାବିତ୍ରୀ ଦୋରା। ଗୁରୁତର ଅବସ୍ଥାରେ ତାଙ୍କୁ କୋଦଳା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ଅବସ୍ଥା ଶଙ୍କଟାପନ୍ନ ଥିବାରୁ ଡକ୍ଟର ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତର କରିଥିଲେ ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ତାଙ୍କର ମରଶରୀର କୁ ସେଠାରେ ପୋଷ୍ଟ ମୋଟମ୍ କରାଯିବା ପରେ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡ଼ିଛି । ନିର୍ବାଚନ ସମୟରେ ଭତ୍ତା ବୃଦ୍ଧି ପାଇଁ ବିଜେପି ପ୍ରତିଶ୍ରୁତି ଦେଇଥିଲା। ସରକାର ଗଠନ ପରେ ପ୍ରତିଶ୍ରୁତି ତ ପୂରଣ ହୋଇନି। ଓଲଟା ପ୍ରଚଳିତ ଭତ୍ତା ବନ୍ଦ କରି ଦେଇଥିବା ଅଭିଯୋଗ ହୋଇଛି। କାହାର ଦୁଇ ମାସ ତ ଆଉ କାହାର ଚାରି ମାସ ହେବ ଆକାଉଣ୍ଟ ଆସୁନି ଭତ୍ତା ଟଙ୍କା ।ନାହିଁ ନଥିବା jଅସୁବିଧାର ସମ୍ମୁଖୀନ ହେଉଛନ୍ତି ହିତାଧିକାରୀ । ବାରମ୍ବାର ବ୍ୟାଙ୍କ ଦୌଡ଼ି ଦୌଡ଼ି ନିରାଶ ହେଉଛନ୍ତି। ସେପଟେ ଘଟଣାକୁ ନେଇ ସରକାରଙ୍କ ଉପରେ ବର୍ଷିବା ସହ ଘଟଣାର ବିଧିବଦ୍ଧ ତଦନ୍ତ ପାଇଁ ଦାବି କରିଛନ୍ତି ଆସ୍କା ସାଂସଦ ପ୍ରାର୍ଥୀନୀ ତଥା ବିଜେଡ଼ି ନେତ୍ରୀ ରଞ୍ଜିତା ସାହୁ ।

News Comment

You Might Also Like

BACK TO TOP