Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବଅଁର ପାଳ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଗାଡ଼ିରୁ ଡିଜେଲ ଚୋରି |

16-Jun-2026

 ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ବସ୍ ରୁ ଡିଜେଲ ଚୋରୀ,

 ଓଡିଶା ଜନ ମତ ବ୍ୟୁରୋ,   

ଶେଷରେ ଚୋର ମାନେ ସ୍କୁଲ ବସ ରୁ ଡିଜେଲ କୁ କାଢ଼ି ଚୋରେଇ ବାରେ ମଧ୍ୟ ଟିକେ କୁଣ୍ଠା ପ୍ରକାଶ କଲେନାହିଁ |  କାରଣ ସେହି ସ୍କୁଲରେ କାହାର ନା  କାହାର ପିଲାମାନେ ଏପରିକି  ଆମ ପିଲା ମାନେ  ବିଦ୍ୟା ମନ୍ଦିର ବସ ରୁ ଡିଜେଲ ଚୋରି |ମଧ୍ୟ ପାଠ ପଢୁଥିବେ | କିନ୍ତୁ ଚୋର ର ପ୍ରକୃତି  ସେ କିପରି ଛାଡିବ |ଏଣୁ  ବଅଁରପାଳ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ୨ ଟି ବସ୍ ଡିଜେଲ ଚୋରୀ ହୋଇଥିବା ଥାନା ରେ ଅଭିଯୋଗ ହୋଇଛି, ସୂଚନା ରୁ ପ୍ରକାଶ ସ୍କୁଲ ଖରା ଛୁଟି ଯୋଗୁଁ ସ୍କୁଲ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଛୁଟିରେ ଥିଲେ ସ୍କୁଲ ର ରାତ୍ର ଜଗୁଆଳ ଥିଲେ ୧୪ ତାରିଖ ରାତିରେ ସ୍କୁଲ ପ୍ରାଙ୍ଗଣରେ ଥିବା OD19M8694 ଓ OD19K0379 ବସ୍ ରୁ ରାତ୍ର ସମୟରେ ଚୋର ମାନେ ରାତିରେ ତେଲ ଟାଙ୍କି ଭାଙ୍ଗି ପ୍ରାୟ ୬୦ ରୁ ଉର୍ଦ୍ଧ ଲିଟର ଡିଜେଲ ଚୋରୀ କରି ନେଇଯାଇଛନ୍ତି ସକାଳେ  ଡ୍ରାଇଭର ଗାଡି ଷ୍ଟାଟ୍ କରିବା ପାଇଁ ଯାଇଥିବା ବେଳେ ତାଲା ଭଙ୍ଗା ଯାଇ ଡିଜେଲ ଚୋରୀ ହୋଇଥିବା ଜାଣିଥିଲେ. ଏ ନେଇ ସ୍କୁଲ ପ୍ରଧାନ ଆଚାର୍ଯ୍ଯ ଧର୍ମା ନନ୍ଦ ସାହୁ ଥାନା ରେ ଏତଲା କରିଛନ୍ତି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିଥିବା ଜଣାପଡିଛି ।

News Comment

You Might Also Like

BACK TO TOP