Breaking News

ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||     

ସାମାନ୍ୟ କଥାକୁ ନେଇ ନାବାଳକ କୁ ହତ୍ୟା ,

17-Jun-2026

ସାମାନ୍ୟ କଥାକୁ ନେଇ ନାବାଳକ କୁ ହତ୍ୟା, ପୋଲିସ ର ତଦନ୍ତ ଜାରି |

 ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ:-----

ଗୋଷାଣୀ ନୂଆଗାଁ ଥାନା ଅର୍ନ୍ତଗତ ଖଜୁରିଆ ଗ୍ରାମର ଆଇ ସନ୍ୟାସୀ ନାମକ ଜଣେ ୧୭ ବର୍ଷ ର ବାଳକକୁ ପିଟି ପିଟି ହତ୍ୟା କରାଯାଇଛି। ଯାହାକି ସାମନ୍ୟ କଥା କୁ ନେଇ।ମୃତ ବାଳକ ଗାଁ ପୋଖରୀ ହୁଡ଼ାରେ ପରିସ୍ରା କରିବା ବେଳେ କିଛି ଯୁବକ ବାରଣ କରିଥିଲା ବେଳେ ବାଳକ ଓ ଯୁବକଙ୍କ ମଧ୍ୟରେ ବଚସା ସୃଷ୍ଟି ହୋଇଥିଲା। ଏହା ପରେ ଘଟଣା ଉଗ୍ରରୂପ ଧାରଣ କରି କିଛି ଯୁବକ ସନ୍ୟାସୀ କୁ ସଂଘବଦ୍ଧଭାବେ ଠେଙ୍ଗାରେ ପିଟି ଗୁରୁତର ଅବସ୍ଥାରେ ତାଙ୍କୁ ଛାଡି ଯାଇଥିଲେ। ଖବର ପାଇ ଗାଁ ଲୋକେ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ସନ୍ଦେହ କରି କିଛି ଯୁବକ କୁ ଥାନା ରେ ଅଟକ ରଖିବା ସହ ପୋଲିସ ଘଟଣାସ୍ଥଳରେ ଓ ଡାକ୍ତରଖାନାରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP