Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବେଗ ରୁ ମିଳିଲା ଅଜଣା ମହିଳାଙ୍କ ମୃତ ଦେହ , ପୋଲିସ ର ତଦନ୍ତ ଜାରି ||

17-Jun-2026

ବ୍ୟାଗରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ତଦନ୍ତ ଆରମ୍ଭ

ଓଡିଶା ଜନମତ,ରାୟଗଡା ୧୭/୦୪

କାମେଶ୍ୱର କରକରିଆ :----

 ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏକ ବ୍ୟାଗ ଭିତରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଓ ଉତ୍କଣ୍ଠା ଦେଖାଦେଇଥିବା ବେଳେ ପୋଲିସ ଓ ସାଇଣ୍ଟିଫିକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ରାୟଗଡା ସଦର ଅଞ୍ଚଳର ଖଲିଗୁଡା ନିକଟସ୍ଥ ଏକ ହ୍ୟୁଣ୍ଡାଇ ଶୋରୁମ୍ ପଛପଟେ ଥିବା ପଡ଼ିଆରୁ ଏକ ବ୍ୟାଗ ଭିତରେ ମହିଳାଙ୍କ ମୃତଦେହ ଠାବ ହୋଇଛି। ସ୍ଥାନୀୟ ଲୋକଙ୍କ କହିବାନୁସାରେ, ବ୍ୟାଗରୁ ଦୁର୍ଗନ୍ଧ ବାହାରୁଥିବାରୁ ସନ୍ଦେହ ସୃଷ୍ଟି ହୋଇଥିଲା। ହ୍ୟୁଣ୍ଡାଇ ଶୋରୁମ୍‌ର ମ୍ୟାନେଜର ଘଟଣା ଦେଖି ତୁରନ୍ତ ଚାନ୍ଦିଲି ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବ୍ୟାଗକୁ ଖୋଲି ଦେଖିବା ପରେ ଭିତରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର କରିଥିଲେ। ଘଟଣାର ଗୁରୁତ୍ୱକୁ ଦେଖି ରାୟଗଡାର ସହକାରୀ ଜିଲ୍ଲାପାଳ ଶୁଭେନ୍ଦୁ ସାହୁ ଓ ଏସଡିପିଓ ଗୌରହରି ସାହୁ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଥିଲେ।ପରବର୍ତ୍ତୀ ସମୟରେ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ପ୍ରମାଣ ସଂଗ୍ରହ କରିବା ସହ ତଦନ୍ତ ଆରମ୍ଭ କରିଛି।ମୃତ ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡ଼ିନଥିବା ବେଳେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି।ପୋଲିସ କହିଛି, ତଦନ୍ତ ରିପୋର୍ଟ ଆସିବା ପରେ ଘଟଣାର ପ୍ରକୃତ ସତ୍ୟାସତ୍ୟ ସାମ୍ନାକୁ ଆସିବ।ଅଜଣା ମହିଳାଙ୍କ ମୃତଦେହ ବ୍ୟାଗ ଭିତରୁ ମିଳିବା ଘଟଣା ସମଗ୍ର ରାୟଗଡା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଏହାକୁ ଗୁରୁତ୍ୱର ସହ ନେଇ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

News Comment

You Might Also Like

BACK TO TOP