Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ଦେଶରେ 33ଜଣ IPS ଅଧିକାରୀ ଡ଼ିଜି ପାହ୍ୟାକୁ ଉତୀର୍ଣ୍ଣ ବେଳେ ଓଡିଶା ରୁ ଦୁଇ |

17-Jun-2026

ଦେଶର ୩୩ଜଣ ବରିଷ୍ଠ IPS  ଡ଼ିଜି ପାହ୍ୟାକୁ ମନୋନୀତ,

ଓଡିଶା ଜନ ମତ ବ୍ୟୁରୋ,

ଦେଶରେ 33ଜଣ ଆଇ ପିଏସ ଡ଼ିଜି ପାହ୍ୟାକୁ ମନୋନୀତ ହୋଇଥିବା ବେଳେ ଓଡ଼ିଶା କ୍ୟାଡରରୁ ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ପଦ୍ମା କର ଏସ ରଣପିସେ  ସାମିଲହୋଈଛନ୍ତି | କେନ୍ଦ୍ରୀୟ ଡେପୁଟେସନ୍ ପାଇଁ ଏହି ଏମ୍ପାନେଲମେଣ୍ଟକୁ ଜଣେ ଆଇପିଏସ୍ ଅଧିକାରୀଙ୍କ କ୍ୟାରିୟରର ଏକ ବଡ଼ ମାଇଲଖୁଣ୍ଟ ବୋଲି ଧରାଯାଏ। ଏହା ମାଧ୍ୟମରେ ସିଆରପିଏଫ୍, ବିଏସଏଫ୍, ସିଆଇଏସଏଫ୍, ଆଇଟିବିପି ସମେତ ବିଭିନ୍ନ କେନ୍ଦ୍ରୀୟ ସୁରକ୍ଷା ଓ ଗୁଇନ୍ଦା ସଂସ୍ଥାରେ ଉଚ୍ଚପଦବୀରେ କାର୍ଯ୍ୟ କରିବାର ସୁଯୋଗ ମିଳିଥାଏ।କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ‘ଆପଏଣ୍ଟ ମେଣ୍ଟସ୍ କମିଟି ଅଫ୍ ଦକ୍ୟାବିନେଟ୍’ (ଏସିସି) ଦେଶର ୩୩ ଜଣ ବରିଷ୍ଠ ଭାରତୀୟ ପୁଲିସ ସେବା (IPS) ଅଧିକାରୀଙ୍କୁ ଡାଇରେକ୍ଟର ଜେନେରାଲ୍ (ଡିଜି) ଓ ଡିଜି ସମକକ୍ଷ ପଦବୀ ପାଇଁ ତାଲିକାଭୁକ୍ତ କରିଛନ୍ତି। ଏଥିରେ ଓଡ଼ିଶା କ୍ୟାଡରର ଦୁଇ ଜଣ ବରିଷ୍ଠ ଅଧିକାରୀ ସ୍ଥାନ ପାଇଛନ୍ତି।
ଡିଜି ବା ଡିଜି ସମକକ୍ଷ ପଦବୀ ପାଇଁ ତାଲିକାଭୁକ୍ତ ହୋଇଥିବା ଓଡ଼ିଶା କ୍ୟାଡର ଦୁଇ ଅଧିକାରୀ ହେଲେ ୧୯୯୦ ବ୍ୟାଚ୍‌ର ଡଃ ସୁଧାଂଶୁ ଷଡ଼ଙ୍ଗୀ ଏବଂ ୧୯୯୫ ବ୍ୟାଚ୍‌ର ପଦ୍ମାକର ଏସ ରଣପିସେ। ଏହି ଏମ୍ପାନେଲ ମେଣ୍ଟ ପରେ ଉଭୟ ଅଧି କାରୀ କେନ୍ଦ୍ର ସରକାରଙ୍କ ଅଧୀନରେ ଡିଜି ସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତି ପାଇବାକୁ ଯୋଗ୍ୟ ବିବେଚିତ ହେବେ।କେନ୍ଦ୍ରୀୟ ଡେପୁଟେ ସନ୍ ପାଇଁ ଏହି ଏମ୍ପାନେଲ ମେଣ୍ଟକୁ ଜଣେ ଆଇପିଏସ୍ ଅଧିକାରୀଙ୍କ କ୍ୟାରିୟରର ଏକ ବଡ଼ ମାଇଲଖୁଣ୍ଟ ବୋଲି ଧରାଯାଏ। ଏହା ମାଧ୍ୟମରେ ସିଆରପିଏଫ୍, ବିଏସଏଫ୍, ସିଆଇ ଏସଏଫ୍, ଆଇଟିବିପି ସମେତ ବିଭିନ୍ନ କେନ୍ଦ୍ରୀୟ ସୁରକ୍ଷା ଓ ଗୁଇନ୍ଦା ସଂସ୍ଥାରେ ଉଚ୍ଚପଦବୀରେ କାର୍ଯ୍ୟ କରି ବାର ସୁଯୋଗ ମିଳିଥାଏ।

News Comment

You Might Also Like

BACK TO TOP