Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ଭଦ୍ରକ ସହର ରେ ଜଣେ ମହିଳାଙ୍କ ଘରେ ପଶି ଆକ୍ରମଣ ||

29-Jun-2026

 ଭଦ୍ରକ ସହର ରେ ଏକାକୀ ଥିବା ଜଣେ ମହିଳାଙ୍କ ଘରେ ପଶି ମରଣାନ୍ତ କ ଆକ୍ରମଣ

  ଓଡିଶା ଜନ ମତ ବ୍ୟୁରୋ,

 ବେଳେ ବେଳେ ବହୁ ଅସମାଜିକ ବ୍ୟକ୍ତି ଓତାଙ୍କୁ ସହଯୋଗ କରୁଥିବା କିଛି ମହିଳା ସେମାନଙ୍କ ସହ ସାମିଲ ହୋଈ ଅପରାଧିକ କାର୍ଯ୍ୟ ଘଟାଇ ଥାନ୍ତି | ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି କରିଥାନ୍ତି ଭଦ୍ରକ ସହରର ଭୂୟାଁ ମହଲ୍ଲା ଅଞ୍ଚଳରେ ଜଣେ ମହିଳାଙ୍କ ଉପରେ ଘରେ ପଶି ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତା ଜାହେରା ଖାତୁନଙ୍କ ଅଭିଯୋଗ ଅନୁଯାୟୀ, ଶନିବାର ସକାଳ ପ୍ରାୟ ୮ଟା ସମୟରେ ସେ ଘରେ ଏକାକୀ ଥିବା ବେଳେ ତିନିଜଣ ପୁରୁଷ ଓ ଜଣେ ମହିଳା ମିଶି ଜବରଦସ୍ତି ଘରର କବାଟ ଭାଙ୍ଗି ଭିତରକୁ ପ୍ରବେଶ କରିଥିଲେ।
ଅଭିଯୋଗରେ କୁହାଯାଇଛି ଯେ, ଘରେ ପଶିବା ପରେ ସେମାନେ ତାଙ୍କ ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଗୌରାଙ୍ଗ ନାମକ ଜଣେ ବ୍ୟକ୍ତି ତାଙ୍କୁ ଶାରୀରିକ ଭାବେ ଆକ୍ରମଣ କରି ଛାତିରେ ଆଘାତ କରିଥିବା ପୀଡ଼ିତା ଦାବି କରିଛନ୍ତି। ଘଟଣା ସମୟରେ ପୋଲିସ ଉପସ୍ଥିତ ଥିବା ସତ୍ତ୍ୱେ କୌଣସି ପ୍ରଭାବଶାଳୀ ପଦକ୍ଷେପ ନିଆଯାଇନଥିବା ବୋଲି ସେ ଅଭିଯୋଗ କରିଛନ୍ତି।ଆକ୍ରମଣରେ ଆହତ ହୋଇଥିବା ଜାହେରା ଖାତୁନ ବର୍ତ୍ତମାନ ଚିକିତ୍ସାଧୀନ ଥିବାବେଳେ ସେ ଏନେଇ ସମ୍ପୃକ୍ତ ଥାନାରେ ଏକ ଲିଖିତ ଅଭିଯୋଗ ଦାଖଲ କରିଛନ୍ତି। ଅଭିଯୁକ୍ତମାନଙ୍କ ବିରୋଧରେ କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରି ସେ କହିଛନ୍ତି ଯେ, ଯଦି ତାଙ୍କୁ ନ୍ୟାୟ ନମିଳେ, ତେବେ ସେ ଭଦ୍ରକ ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିବେ।
 
News Comment

You Might Also Like

BACK TO TOP