Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ଦମ୍ପତିଙ୍କୁ ଲୁଟ ଘଟଣା ରେ ଅଭିଯୁକ୍ତ କୁ ଗିରଫ କଲା ହୀରାକୁଦ ପୋଲିସ ||

29-Jun-2026

ବୁଧାକଟା ଡାଇକ୍‌ ନିକଟରେ ଦମ୍ପତିଙ୍କୁ ଲୁଟ୍‌ ଘଟଣାରେ , ଜଣକ    ଗିରଫ କଲା ହୀରାକୁଦ ପୋଲିସ |

ଓଡିଶା ଜନ ମତ ବ୍ୟୁରୋ 

 ଅଭିଯୁକ୍  ମାନେ ଗାଁ, ଗଣ୍ଡା, ସହର, ବଜାର  ବେଙ୍କ ବସ ଷ୍ଟାଣ୍ଡ, ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ,ସବୁଠାରେ ଘୁରି ବୁଲୁଥାନ୍ତି କିଛି ଡକାୟତି କରିବାକୁ| ତେବ  ହୀରାକୁଦ ଥାନା ଅନ୍ତର୍ଗତ ବୁଧାକଟା ଡାଇକ୍‌ ଅଞ୍ଚଳରେ ଜଣେ ଦମ୍ପତିଙ୍କୁ ଅଟକାଇ ଲୁଟ୍‌ପାଟ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କୈସିର ଗ୍ରାମର ସାହିଲ ମିର୍ଧା (୨୧)।ପୋଲିସ ସୂଚନା ଅନୁଯାୟୀ, ମୋଦିପଡାର ବାସିନ୍ଦା ବ୍ରଜରାଜ ପୃଷ୍ଟି ନିଜ ପତ୍ନୀଙ୍କ ସହ ଗତ ୨୭ ଜୁନ ରାତି ପ୍ରାୟ ୯ଟା ସମୟରେ ହୀରାକୁଦ ଅଭିମୁଖେ ଯାଉଥିବା ବେଳେ ବୁଧାକଟା ଡାଇକ୍‌ ନିକଟରେ ଏକ ମୋଟରସାଇକେଲରେ ଆସିଥିବା ତିନିଜଣ ଯୁବକ ତାଙ୍କୁ ଅଟକାଇଥିଲେ।ଅଭିଯୁକ୍ତମାନେ ବଳପୂର୍ବକ ଦମ୍ପତିଙ୍କ ଠାରୁ ନଗଦ ଟଙ୍କା ଓ ଏକ ମୋବାଇଲ ଫୋନ ଛଡ଼ାଇ ନେଇଥିଲେ। ବ୍ରଜରାଜ ବିରୋଧ କରିବାରୁ ତାଙ୍କୁ ହତ୍ୟା ଧମକ ଦେବା ସହ ଗଳା ଚିପିଦେବାକୁ ଉଦ୍ୟମ କରିଥିଲେ। ପରେ ସେ ଚିତ୍କାର କରିବାରୁ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।ଏନେଇ ବ୍ରଜରାଜ ପୃଷ୍ଟି ହୀରାକୁଦ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ହୀରାକୁଦ ଥାନା ମାମଲା ନଂ-୧୪୨/୨୬ ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।ତଦନ୍ତ ସମୟରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଘଟଣାରେ ବ୍ୟବହୃତ ହୋଣ୍ଡା ସାଇନ୍‌ ମୋଟରସାଇକେଲ, ୭୭୦ ଟଙ୍କା ନଗଦ ଏବଂ ଏକ ରିଅଲମି ମୋବାଇଲ ଫୋନ ଜବତ କରିଛି। ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।

News Comment

You Might Also Like

BACK TO TOP