Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ମଧ୍ୟାହ୍ନ ଭୋଜନ ରେ ଦୁର୍ନୀତି ର ତଦନ୍ତ ପାଇଁ ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଅତିରିକ୍ତ ଶିକ୍ଷା ସଚିବ ଙ୍କ ନିର୍ଦେଶ |

29-Jun-2026

ମଧ୍ୟାହ୍ନ ଭୋଜନ ଦୁର୍ନୀତି ର ତଦନ୍ତ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ର ଅତିରିକ୍ତ ସଚିବଙ୍କ ପତ୍ର ।

ଓଡ଼ିଶା ଜନମତ,ପୋଲସରା,

ସନ୍ତୋଷ କୁମାର ପଣ୍ଡ, ୨୯/୦୬/୨୬:-----
ଗଞ୍ଜାମ ଜିଲ୍ଲାର କେତେକ ବ୍ଳକ ର ବିଦ୍ୟାଳୟ ଗୁଡିକରେ ମଧ୍ୟାହ୍ନ ଭୋଜନ ରେ ହେଉଥିବା ଦୁର୍ନୀତି ବାବଦରେ ତଦନ୍ତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ର ଅତିରିକ୍ତ ସଚିବ ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ପୋଲସରା ବ୍ଳକ ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମର ସାମାଜିକ କର୍ମୀ ରୋହିତ ପ୍ରଧାନ ଗଞ୍ଜାମ ଜିଲ୍ଲାର ପୋଲସରା , ବୁଗୁଡ଼ା , କବିସୂର୍ଯ୍ୟ ନଗର , ବେଗୁନିଆ ପଡ଼ା , ଖଲ୍ଲିକୋଟ, ଜଗନ୍ନାଥ ପ୍ରସାଦ,ଆସିକା ସମେତ ୨୨ ବ୍ଳକ ର ବିଦ୍ୟାଳୟ ଗୁଡିକରେ ମଧ୍ୟାହ୍ନ ଭୋଜନ ବାବଦରେ ବ୍ୟାପକ ଦୁର୍ନୀତି ହେଉଛି । ଛାତ୍ରଛାତ୍ରୀ ମାନଙ୍କୁ ଅତ୍ୟନ୍ତ ନିମ୍ନମାନର ଖାଦ୍ୟ ଦିଆ ଯାଉଛି । ଏବଂ ବିଦ୍ୟାଳୟ ରେ ପାଠ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କ ପ୍ରକୃତ ସଂଖ୍ୟା ଠାରୁ ବହୁ ଅଧିକ ଦର୍ଶାଇ ଢାଲି , ତେଲ , ପରିବା ଓ ଚାଉଳ ବାବଦରେ ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରାଯାଉଥିବା ରୋହିତ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ରୋହିତ ପ୍ରଧାନ ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀ , ଜିଲ୍ଲାପାଳ , ଦୁର୍ନୀତି ନିବାରଣ ବିଭାଗର ଗଞ୍ଜାମ ଜିଲ୍ଲା ଅଧିକ୍ଷକ , ଗଣଶିକ୍ଷା ବିଭାଗ ସଚିବ , ବିଭାଗୀୟ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଙ୍କ ନିକଟକୁ ଗତମାସ ୪ ,୧୬,୧୦ ତାରିଖ ଦିନ ତିନୋଟି ପତ୍ର ଲେଖିଥିଲେ । ଏଥି ସହିତ କୋଟି କୋଟି ଟଙ୍କାର ଏହି ଦୁର୍ନୀତି ର ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିବେଦନ କରିଥିଲେ ।ଫଳରେ ଗଣଶିକ୍ଷା ବିଭାଗ ର ଅତିରିକ୍ତ ସଚିବ ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀ ଙ୍କ ନିକଟକୁ ପତ୍ର ଲେଖି ରୋହିତ ପ୍ରଧାନ ଙ୍କ ଅଭିଯୋଗ ର ସତ୍ୟାସତ୍ୟ ତଦନ୍ତ କରି ରିପୋର୍ଟ ଦେବାକୁ କହିଛନ୍ତି। ଏଣୁ ଗଞ୍ଜାମ ଜିଲ୍ଲାଶିକ୍ଷାଧିକାରୀ ରୋହିତ ପ୍ରଧାନ ଙ୍କୁ ଆସନ୍ତା ମାସ ୩ ତାରିଖ ଦିନ ତାଙ୍କ କାର୍ଯ୍ୟାଳୟ ରେ ଉପସ୍ଥିତ ହୋଇ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ  ତାଙ୍କ ର କାର୍ଯ୍ୟାଳୟ ପତ୍ର ୧୧୬୭୪ ରେ ଅନୁରୋଧ କରିଛନ୍ତି। ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀ ପ୍ରକୃତ ଓ ସଠିକ ଭାବେ ତଦନ୍ତ କଲେ ଗଞ୍ଜାମ ଜିଲ୍ଲା ରେ ମଧ୍ୟାହ୍ନ ଭୋଜନ ବାବଦରେ ହେଉଥିବା କୋଟି କୋଟି ଟଙ୍କା ଦୁର୍ନୀତି ର ପର୍ଦ୍ଦାଫାଶ ହୋଇ ପାରିବ ବୋଲି ରୋହିତ ପ୍ରଧାନ କହିଛନ୍ତି।

News Comment

You Might Also Like

BACK TO TOP