Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ପୁରୁଷୋତ୍ତମପୁର ବ୍ଳକର ବିଭିନ୍ନ ପଞ୍ଚାୟତ ଓ ଏନଏସି ରେ ପାଳିତ ହେଲା ଜଗନ୍ନଥ ଙ୍କ ସ୍ନାନ ଯାତ୍ରା ||

29-Jun-2026

ପୁରୁଷୋତ୍ତମପୁ  ବ୍ଳକ ଓ ଏନଏସି ର ବିଭିନ୍ନ ସ୍ଥାନରେ ପାଳିତ ହେଲା  ଦେବସ୍ନାନ ପୁର୍ଣିମା |

ଓଡିଶା ଜନ ମତ ବ୍ୟୁରୋ, 

ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳିତ ହେଲା ଶ୍ରୀଜଗନ୍ନାଥଙ୍କ ସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି  | ପୁରୁଷୋତ୍ତମ ପୁର  ବ୍ଳକର ବିଭିନ୍ନ ପଞ୍ଚାୟତ ଓଏନଏସି ର ସବୁ ଜଗନ୍ନଥ ମନ୍ଦିର ରେ ପାଳିତ ହେଲା ଦେବସ୍ନାନ ପୁର୍ଣିମା କାର୍ଯ୍ୟକ୍ରମ | ]ଶ୍ରୀଜଗନ୍ନାଥ ମନ୍ଦିରରେ ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଉତ୍ସବ ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ବିଧିବିଧାନ ଅନୁସାରେ ପହଣ୍ଡି କରାଯାଇ ସ୍ନାନ ବେଦୀକୁ ଆଣାଯାଇଥିଲା।ପରମ୍ପରା ଅନୁଯାୟୀ ପବିତ୍ର ଜଳରେ ମହାପ୍ରଭୁ ଓ ସହୋଦର ସହୋଦରୀଙ୍କୁ  ଏବଂ କେଉଁଠି କେବଳ ଦାରୁବ୍ରହ୍ମ ଙ୍କୁ ସ୍ନାନ କରାଯାଇଥିଲା। ବ୍ରାହ୍ମଣ ଏବଂ ପୂଜକମାନଙ୍କ ଦ୍ୱାରା ବେଦମନ୍ତ୍ର, ଘଣ୍ଟ, ଶଙ୍ଖ ଓ ମହିଳା ମାନଙ୍କ ହୁଳହୁଳି ଧ୍ୱନି ମଧ୍ୟରେ ଏହି ନୀତିକାନ୍ତି ସମ୍ପନ୍ନ ହୋଇଥିଲା। ପରେ ମହାପ୍ରଭୁଙ୍କୁ ହାତୀ ବେଶରେ ସୁସଜ୍ଜିତ କରାଯାଇ ଭକ୍ତମାନଙ୍କୁ ଦର୍ଶନ ଦିଆଯାଇଥିଲା।ଉତ୍ସବରେ ପଞ୍ଚାୟ  ଏନଏସ  ଭକ୍ ମାନେ ଓ ଆଖପାଖ ଅଞ୍ଚଳର ଶତାଧିକ ଭକ୍ତ ଯୋଗଦେଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ଏବଂ ସମସ୍ତଙ୍କ ମଙ୍ଗଳ କାମନା କରିଥିଲେ। ମନ୍ଦିର ପରିସରରେ ଭଜନ, କୀର୍ତ୍ତନ ଓ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା।ଉଲ୍ଲେଖଯୋଗ୍ୟ ଯେ, ଦେବସ୍ନାନ ପୂର୍ଣ୍ଣିମା ପରେ ମହାପ୍ରଭୁ ଅଣ ସର ଘରକୁ ବିଜେ କରିବେ ଏବଂ ପରବର୍ତ୍ତୀ ସମୟରେ ନବଯୌବନ ଦର୍ଶନ ପରେ ରଥଯାତ୍ରାରେ ଭକ୍ତମାନଙ୍କୁ ଦର୍ଶନ ଦେବେ। ସ୍ନାନ ପୂର୍ଣ୍ଣିମା ଶ୍ରୀଜଗନ୍ନାଥ ସଂସ୍କୃତିର ଏକ ପ୍ରମୁଖ ପର୍ବ ଭାବେ ପରିଗଣିତ ହୁଏ। ଦଳସର ଖଣ୍ଡିରେ ଦେବସ୍ନାନ ପୁର୍ଣିମା ରେ ପଣ୍ଡାମାନଙ୍କ ଦ୍ଵାରା ସ୍ନାନ ଯାତ୍ରା ର ଫୋଟ ଦିଆଗଲା | 

News Comment

You Might Also Like

BACK TO TOP