Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

କୋରେଇ ବ୍ଳକ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ |

29-Jun-2026

କୋରେଇ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଓଡିଶା ଜନମତ/ଯାଜପୁର  , ୨୯।୦୬,

ପ୍ରଦୀପ କୁମାର ମଲ୍ଲିକ) : -----

ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କୋରେଇ ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୧୦୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୯୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ୦୨ ଗୋଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୦ ଗୋଟି ଅଭିଯୋଗର ଶୁଣାଣି  କରାଯାଇଥିଲା। ୧୨ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଯାଜପୁର, ଶ୍ରୀ ଶିତିକଣ୍ଠ କାନୁନଗୋ ,  ଅତିରିକ୍ତ ଜିଲ୍ଲାପାଳ,  ଶ୍ରୀ ଯୁଧିଷ୍ଠିର ନାଏକ, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗନଗର ଶ୍ରୀ ସପନ କୁମାର ନନ୍ଦ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କୋରେଇ ଶ୍ରୀ ଅବନିକାନ୍ତ ସାହୁ, ଭାରପ୍ରାପ୍ତ ତହସିଲଦାର, ବ୍ୟାସନଗର ଶ୍ରୀ ପ୍ରଶାନ୍ତ କୁମାର ପୁହାଣ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

News Comment

You Might Also Like

BACK TO TOP