Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଡ଼ଃ ହୃଷିକେଶ ଦାଶ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା |

02-Jul-2026

ଡ଼ଃ ହୃଷୀକେଶ ଦାଶ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
  ତା.୦୨/୦୭/୨୬:- ----
ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ର ରସାୟନ ବିଜ୍ଞାନ ବିଭାଗର ଡେମୋନଷ୍ଟ୍ରେଟର ଡ଼ଃ ହୃଷୀକେଶ ଦାଶ ଙ୍କୁ ଅଧ୍ୟକ୍ଷ ଡ଼ଃ ଦିଲ୍ଲୀପ କୁମାର ନାୟକ ଓ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଙ୍କ ଉପସ୍ଥିତି ରେ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଡ଼ଃ ଦାଶ ଏକାଧାରରେ ଜଣେ ସରଳ, ନିଷ୍ଠାପର ଏବଂ ଅମାୟିକ ବ୍ୟକ୍ତିତ୍ୱ ଭାବରେ ମହାବିଦ୍ୟାଳୟରେ ଦୀର୍ଘ 38 ବର୍ଷ 2 ମାସ 1 ଦିନ ଶ୍ରମଦାନ କରି ଶେଷରେ ଅବସର ଗ୍ରହଣ କରିଛନ୍ତି। ସେ ମହାବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟ ଭାବରେ ଓ ନିଜର ଉଚ୍ଚ କୋଟୀର ଶିକ୍ଷାଦାନ ଶୈଳୀ ମାଧ୍ୟମରେ ଛାତ୍ର ଛାତ୍ରୀ ଙ୍କୁ ପ୍ରାକଟିକାଲ ଶିକ୍ଷା ପ୍ରଦାନ ଭଳି ଗୁରୁଦାୟିତ୍ୱ ବହନ କରି ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଛନ୍ତି ।ଏହି କାର୍ଯ୍ୟକ୍ରମରେ ପ୍ରାଧ୍ୟାପକ ରୁଦ୍ର ପ୍ରସାଦ ଗୌଡ଼, ମନୋଜ କୁମାର ସାହୁ, ଅଧ୍ୟାପକ ଡ଼ଃ ବିରଞ୍ଚି ନାରାୟଣ ରଥ, ଡ଼ଃ ହରିଶ୍ଚନ୍ଦ୍ର ପାଇକ,ଡ଼ଃ ଜ୍ୟୋସ୍ନାରାଣୀ ପଟ୍ଟନାୟକ,ଅଧ୍ୟାପକ କିଶୋର ଚନ୍ଦ୍ର ଜେନା, ସେକ ଫରିଦ,ବିକାଶ କୁମାର ସାହୁ, ଉଷାରଞ୍ଜନ ଦାଶ,ଦିନେଶ କୁମାର ସାହୁ,ପ୍ରକାଶ ଚନ୍ଦ୍ର ସାହୁ ବିଭୂତି ଭୂଷଣ ସାହୁ,ଗୋପୀନାଥ ପାଣିଗ୍ରାହୀ,ରଶ୍ମି ରଞ୍ଜନ ସାହୁ, ଦେବାଶିଷ ସ୍ୱାଇଁ, ଡେମୋନଷ୍ଟ୍ରେଟର ସୁଜାତା ରାଣୀ ବେହେରା,ମମତା ରାଣୀ ପ୍ରଧାନ, ପ୍ରିତୀମୟୀ ବେହେରା, ପ୍ରଭାକର ସାହୁ,ନିକୁଞ୍ଜ ସାହୁ,ଲକ୍ଷ୍ମଣ କୁମାର ନାୟକ, ଦିଗାମ୍ବର ନାୟକ, ସତ୍ୟପ୍ରିୟ ନାୟକ,ସନ୍ତୋଷ କୁମାର  ପ୍ରଧାନ ପ୍ରମୁଖ ଯୋଗ ଦେଇ ଡ଼ଃ ଦାଶ ଙ୍କ ଅବସର ଜୀବନ ସୁଖମୟ, ଶାନ୍ତିମୟ, ସ୍ୱାସ୍ଥ୍ୟମୟ ହେବା ପାଇଁ ଶୁଭକାମନା ଜଣାଇବା ସହ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

News Comment

You Might Also Like

BACK TO TOP