Breaking News

17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||     

ପଣ୍ଡିତ ଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ର ପ୍ରତେକ କ୍ଲାସ ରୁମରେ ଦୁଇଟି ଲେଖାଏଁ ତାଲା ପକାଇଲେ ଅଜଣା ବ୍ୟକ୍ତି, ପିଲାଙ୍କ ପାଠ ପଢ଼ାରେ ବ୍ୟାଘାତ |

02-Jul-2026

ପଣ୍ଡିତ ଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ  ସ୍କୁଲର ସମସ୍ତ କ୍ଲାସ୍ ରୁମରେ ରାତାରାତି  ତାଲାପଡ଼ି ଥିଲା ।         

ଓଡିଶା ଜନ ମତ ଖଲ୍ଲିକୋଟ ୨-୭-୨୦୨୬

 ପ୍ରଶାନ୍ତ କୁମାର ମିଶ୍ର :-----

ପଣ୍ଡିତ ଗାଁ ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ରାତାରାତି ତାଲା ପଡିଥିଲା। କିଏ ଓ କାହିଁକି ଏଭଳି କାଣ୍ଡ ଘଟାଇଲା, ତାହା ନେଇ ଅଞ୍ଚଳରେ ଅସନ୍ତୋଷ ଦେଖା ଯାଇଛି। ଫଳରେ ସ୍କୁଲ ପରିସରରେ ପାଠପଢ଼ା ବ୍ୟାହତ ହୋଇଥିବାବେଳେ ଛାତ୍ରୀଛାତ୍ର ବାହାରେ ବୁଲୁଥିବା ଦେଖିବାକୁ ମିଳିଥିଲା ପ୍ରତ୍ୟେକ କ୍ଲାସ୍ ରୁମରେ ଦୁଇଟି ଲେଖାଏଁ ତାଲା ପକାଯାଇଥିବାରୁ ଶିକ୍ଷକମାନେ ମଧ୍ୟ ଅସହାୟ ହୋଇପଡ଼ିଥିଲେ।  ପ୍ରତିଦିନ ଭଳି ସକାଳ ପ୍ରାୟ ୧୦ଟା ବେଳେ ଛାତ୍ରୀଛାତ୍ର ଓ -ଶିକ୍ଷୟିତ୍ରୀଶିକ୍ଷକ ବିଦ୍ୟାଳୟକୁ ଆସିଥିଲେ। କିନ୍ତୁ ସ୍କୁଲର ସମସ୍ତ କ୍ଲାସ୍ ରୁମରେ ବାହାର ପଟୁ ଦୁଇଟି ଲେଖାଏଁ ତାଲା ପଡ଼ିଥିବା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତାଲା ଖୋଲିବା ସମ୍ଭବ ହୋଇନଥିବାରୁ ପିଲାମାନେ କ୍ଲାସ୍‌କୁ ଯାଇପାରିନଥିଲେ ଏବଂ ସ୍କୁଲ ପରିସରରେ ବାହାରେ ରହିଥିଲେ। ଘଟଣା ପରେ ସ୍କୁଲ କର୍ତ୍ତୃପକ୍ଷ ସମ୍ପୃକ୍ତ ଅଧିକାରୀଙ୍କୁ ଅବଗତ କରିଥିଲେ ପରେ ସି ଆର ସି, ଏ ବି ଇ ଓ, ଏବଂ ପୋଲିସ ପହଁଚି ତାଲା ଭାଙ୍ଗି ପିଲା ଏ କ୍ଲାସ ରୁମକୁ ଯାଇଥିଲେ। ତେବେ କିଏ ଏହି ତାଲା ପକାଇଛି, କେଉଁ ଉଦ୍ଦେଶ୍ୟରେ ପକାଇଛି ଏବଂ ଏହା ପଛରେ କାହାର ହାତ ରହିଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଥିବାବେଳେ ଅଭିଭାବକମାନେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP