Breaking News

ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||     

ଦିଅରର ଆକ୍ରମଣ ରେ ଭାଉଜ ମୃତ, ପୁତୁରା ଗୁରୁତର |

02-Jul-2026

ଦିଅରର ଆକ୍ରମଣରେ ଭାଉଜ ମୃତ,,ପୁତୁରା ଗୁରୁତର,

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :--

ଘରୋଇ ଅଶାନ୍ତିରୁ ଚାଲି ଯାଇଛି ମହିଳାଙ୍କୁ ହତ୍ୟା ହୋଇଛି।ଏହିଭଳି ହୃଦୟସ୍ପର୍ଶୀ  ଘଟଣା ଘଟିଛି ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ ପାଲକଷଣ୍ଢା ଗ୍ରାମରେ।  ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଭାସି ପ୍ରଧାନ ନାମ୍ନୀ ଜଣେ ମହିଳା ମୃତ୍ୟୁ ବରଣ କରିଥିବା ବେଳେ ତାଙ୍କ ପୁଅ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। । ସେ ଗ୍ରାମରେ ଛେଳି ଚରାଇ ନିଜ ପରିବାରର ଜୀବିକା ନିର୍ବାହ କରୁଥିଲେ। ମିଳିଥିବା ସୁଚନା ଅନୁଯାୟୀ ଜଣାପଡିଛି ଯେ କିଛି ଦିନ ହେବ ଭାସୀଙ୍କ ପରିବାର ଏବଂ ତାଙ୍କ ଦିଅର ମୁରଲୀ ପ୍ରଧାନଙ୍କ ପରିବାର ମଧ୍ୟରେ ଅଶାନ୍ତି ଲାଗି ରହିଥିଲା। ଗ୍ରାମର କିଛି ପ୍ରତ୍ୟକ୍ଷଦର୍ଶୀଙ୍କ ଠାରୁ ପ୍ରକାଶ ଯେ ଗତ କାଲି ଅର୍ଥାତ୍ ମଙ୍ଗଳବାର ଦିନ ଭାସି ପ୍ରଧାନ ଏବଂ ମୁରଲୀ ପ୍ରଧାନଙ୍କ ପରିବାର ମଧ୍ୟରେ ବଚସା ହୋଇଥିଲା। ଆଜି ଅପରାହ୍ନରେ  ଭାସି ପ୍ରଧାନ ପାଲକଷଣ୍ଢା ଗ୍ରାମର ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମନ୍ଦିର ନିକଟରେ ଥିବା ଜମିରେ ଛେଳି ଚରାଉ ଥିବା ବେଳେ ଛେଳି ପଲ ମୁରଲୀଙ୍କ ରାଶି କ୍ଷେତରେ ପଶିଯାଇଥିଲେ। ଏହାକୁ କେନ୍ଦ୍ର କରି ମୁରଲୀଙ୍କ ପରିବାର ଏବଂ ଭାସି ମଧ୍ୟରେ ପୁଣି ବଚସା ହେବା ସହିତ ଏହା ହଣାକଟାର ସୂତ୍ରପାତ ହୋଇଥିଲା।   ଭାସିଙ୍କ ଟାଙ୍ଗିଆ ଚୋଟରେ ମୁରଲୀ ପ୍ରଧାନଙ୍କ ପରିବାର ଲୋକେ ସାମାନ୍ୟ ଆହତ ହୋଇଥିବା ବେଳେ ମୁରଲୀ ପ୍ରଧାନ, ତାଙ୍କ ସ୍ତ୍ରୀ ବିନି ଏବଂ ପୁଅ ପ୍ରିନ୍ସର ମିଳିତ ଆକ୍ରମଣରେ ଭାସି ମୃତ୍ୟୁ ବରଣ କରିବା ସହ ତାଙ୍କ ପୁଅ ନାରାୟଣ  ଗୁରୁତର ଆହତ ହୋଇଛନ୍ତି ।କିନ୍ତୁ ଭାସି ମୃତ୍ୟୁ ବରଣ କରିଥିବା ମୁରଲୀ ପ୍ରଧାନଙ୍କ ଜାଣି ନପାରି ସେମାନେ ଗାଙ୍ଗପୁର ଥାନାକୁ ଭାସିଙ୍କ ନାମରେ ଅଭିଯୋଗ କରିବାକୁ ଆସିଥିଲେ।  କୌଣସି ସୂତ୍ରରୁ ମୁରଲୀଙ୍କ ପରିବାର ଲୋକଙ୍କ ଆକ୍ରମଣରେ ଭାସି ମୃତ୍ୟୁ ବରଣ କରିଥିବା ଖୱର ପାଇ ପୋଲିସ୍ ବର୍ତ୍ତମାନ ମୁରଲୀ,ତାଙ୍କ ସ୍ତ୍ରୀ ଏବଂ ପୁଅକୁ ଥାନାରେ ଅଟକ ରଖିଥିବା ଜଣା ପଡ଼ିଛି। ଅନ୍ୟପଟେ ଭାସିଙ୍କ ମୃତ ଦେହ ଘଟଣା ସ୍ଥଳରେ ପଡ଼ି ରହିଥିବା ବେଳେ ଗୁରୁତର ନାରାୟଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ମେଡ଼ିକାଲକୁ ପଠାଇଥିବା ଜଣା ପଡ଼ିଛି। ଘଟଣା ସ୍ଥଳକୁ ଗଞ୍ଜାମ ଆଡିସନାଲ ଏସ.ପି. ରଞ୍ଜନ କୁମାର ଦେ, ଭଞ୍ଜନଗର ଏସଡିପିଓ ଡ ଦୀପକ ମିଶ୍ର,ଗାଙ୍ଗପୁର ଥାନା ଅଧିକାରୀ ବନ ବିହାରୀ ପ୍ରଧାନଙ୍କ ସମେତ ଗାଙ୍ଗପୁର ପୋଲିସ ବାହିନୀ ଯାଇ ଘଟଣାର ତଦନ୍ତ କରୁଛନ୍ତି।

News Comment

You Might Also Like

BACK TO TOP