Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ହାତୀଓଟୋ ନୋଡାଲ ହାଇସ୍କୁଲ ପକ୍ଷରୁ 77ତମ ବନ ମହୋତ୍ସବ ସପ୍ତାହ ପାଳିତ |

03-Jul-2026

ହାତୀଓଟ  ନୋଡାଲ ହାଇସ୍କୁଲ ପକ୍ଷରୁ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
 ତା.୦୩/୭/୨୦୨୬:- ---

ପୋଲସରା ବ୍ଲକ ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଉମାଶଙ୍କର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ଠାରୁ ଏକ ଶୋଭାଯାତ୍ରା ବାହାରକରି ସମଗ୍ର ହାତୀଓଟ  ଗ୍ରାମ ପରିଭ୍ରମଣ କରିବା ସହିତ ଗ୍ରାମବାସୀଙ୍କୁ ସଚେତନ କରିଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଆଇନଜୀବୀ ସୁଶାନ୍ତ କୁମାର ସାହୁ, ମୁଖ୍ୟବକ୍ତା ଭାବେ ବରିଷ୍ଠ ଶିକ୍ଷାବିତ ମୂରଲୀଧର ନନ୍ଦ ଯୋଗଦେଇ ଉତ୍ସାହିତ କରିଥିଲେ । ପୋଲସରା ବନାଞ୍ଚଳର ଜୋକବନ୍ଧ  ବନପାଳ ସୁବୋଧ କୁମାର ବେହେରା, ପୋଲସରା ବନପାଳ ମୁନା ଦାସ, ବନ ସୁରକ୍ଷା କର୍ମଚାରୀ, ଏସ୍.ଏମ୍.ସି ସଦସ୍ୟ/ସଦସ୍ୟା, ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଓ କର୍ମଚାରୀଙ୍କ ସମେତ ଉପସ୍ଥିତ ଛାତ୍ରଛାତ୍ରୀମାନେ ବିଭିନ୍ନ କିସମର ଚାରା ରୋପଣ ଏବଂ ଗ୍ରାମବାସୀଙ୍କୁ ଚାରା ବଣ୍ଟନ କରିଥିଲେ ।

News Comment

You Might Also Like

BACK TO TOP