Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଯୁବ ସାହିତ୍ୟିକ ବୈଷ୍ଣବ ଚରଣ ଦାଶ ଙ୍କୁ "ସ୍ୱତନ୍ତ୍ର ପ୍ରତିଭା ସମ୍ମାନ `ପ୍ରଦାନ |

04-Jul-2026

*ଯୁବ ସାହିତ୍ୟିକ ବୈଷ୍ଣବ ଚରଣ ଦାଶ ଙ୍କୁ  ` ସ୍ୱତନ୍ତ୍ର ପ୍ରତିଭା ସମ୍ମାନ  ` ପ୍ରଦାନ | 
 ଓଡିଶା ଜନ ମତ ବୁଗୁଡା,୪।୭

ଡ.କୁମୁଦ ଚନ୍ଦ୍ର ବେହେରା:-----

ଗଞ୍ଜାମ ଜିଲ୍ଲା ବୁଗୁଡ଼ା ରେ ପ୍ରତିଷ୍ଠିତ 
ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ ୩୮ ବର୍ଷ ରେ ପଦାର୍ପଣ କରିବା ଅବସରରେ  ଆସିକା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ରେ ଅନ୍ତର୍ଜିଲା ସାହିତ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉଦଘାଟକ ରୂପେ ଅବସର ପ୍ରାପ୍ତ ପ୍ରାଧ୍ୟାପକ ଡ. ବିନୋଦ ଚନ୍ଦ୍ର ଦାଶ ଏବଂ ସମ୍ମାନିତ ଅତିଥି ଭାବେ  ଦୁର୍ଗା ପ୍ରସାଦ ପଣ୍ଡା ଯୋଗ ଦେଇଥିଲେ। 
    ଏହି ଅବସରରେ ବୁଗୁଡ଼ା ବୀର ଧନଞ୍ଜୟ ପୁର ଶାସନର ଯୁବ ସାହିତ୍ୟିକ  ବୈଷ୍ଣବ ଚରଣ ଦାଶ ଙ୍କୁ `ସ୍ଵତନ୍ତ୍ର ପ୍ରତିଭା ସମ୍ମାନ` ରେ ସମ୍ମାନିତ କରାଯାଇଥିଲା। ପ୍ରାବନ୍ଧିକ ଶ୍ରୀ ଦାଶ ଏକାଧାରରେ ଜଣେ ସୁଲେଖକ, କବି, ଶିକ୍ଷକ ଓ କର୍ମକାଣ୍ଡ ବିତ୍ ଭାବେ ଗଞ୍ଜାମ ଜିଲ୍ଲାରେ ଜଣାଶୁଣା। ତାଙ୍କରି ତିନୋଟି ପୁସ୍ତକ ବର୍ତ୍ତମାନ ପ୍ରକାଶ ପାଇସାରିଛି। `ଶାରଦୀୟ ଦୁର୍ଗାପୂଜା ପଦ୍ଧତି`, `ପର୍ବ ଆମ ପରମ୍ପରାର`, `ସଂସ୍କୃତି ସଞ୍ଚୟନ` ପୁସ୍ତକ ତିନୋଟି ସବୁ ବର୍ଗର ପାଠକ ମାନଙ୍କୁ ବେଶ୍ ସହାୟକ ହୋଇପାରିଛି। ଶ୍ରୀ ଦାଶ ଓଡ଼ିଶା ସରକାରଙ୍କ ଠାରୁ ପ୍ରକୃତି ବନ୍ଧୁ ପୁରସ୍କାର ପାଇବା ସହ ଅନେକ ସାରସ୍ଵତ ଅନୁଷ୍ଠାନ ରୁ ସମ୍ବର୍ଦ୍ଧିତ ହୋଇସାରିଛନ୍ତି।ଉକ୍ତ ସମ୍ମିଳନୀରେ  ଗୌରୀପତି ଦାଶ ସଭାପତିତ୍ବ କରିଥିଲାବେଳେ ସଂପାଦକ ଡ. ଶ୍ୟାମା ପ୍ରସାଦ ମିଶ୍ର ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP