Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଅଜଣା ଗାଡି ଧକ୍କାରେ ତିନି ବାଇକ ଆରୋହୀ ଙ୍କ ମୃତ୍ୟୁ ||

04-Jul-2026

ଅଜଣା ଗାଡ଼ି ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ ର ପରିଚୟ ମିଳିଲା

ଓଡିଶା ଜନମତ,ବାଲିଗୁଡା, ତା, ୦୪/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ : ----

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଁଞ୍ଚି ତିନି ଜଣଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି l  ସୂଚନା ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ଗୋଟିଏ ମୋଟରସାଇକେଲରେ ତିନିଜଣ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ସୋଇଯାଇଥିଲା । ଉକ୍ତ ତିନି ଜଣ ନବରଙ୍ଗପୁର ଥାନା ଅଞ୍ଚଳ ର ହୋଇଥିବା ବେଳେ ଶୁଭମ ରାଜ ଜେନା (୨୧) ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ସୁନୀଲ ଜାନୀ (୨୭) ଓ ଚନ୍ଦନ ସୁନା (୨୫) ଗୁରୁତର ଆହତ ହୋଇଥିଲେ । ଦୁର୍ଘଟଣା ଖବରପାଇ ବାଲିଗୁଡ଼ା ପୋଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ସେଠାରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ ଦୁଇଜଣଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ତିନିଜଣ ମୃତକଙ୍କ ମର ଶରୀର ବ୍ୟବଚ୍ଛେଦ ପାଇଁ ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି । ଏ ନେଇ ବାଲିଗୁଡ଼ା ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

News Comment

You Might Also Like

BACK TO TOP