Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଦକ୍ଷିଣ ପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ |

04-Jul-2026

ଦକ୍ଷିଣପୁର କ୍ଳଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ
ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ପଦରବାଲି, କୁକୁଡ଼ାଖଣ୍ଡି ବ୍ଲକ୍ ।
ଦକ୍ଷିଣପୁର କ୍ଲୋଷ୍ଟରସ୍ଥ, ପଦରବାଲି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଦକ୍ଷିଣପୁର କ୍ଲୋଷ୍ଟର ସ୍ତରୀୟ ଚଳିତ ଶିକ୍ଷାବର୍ଷ (୨୦୨୬-୨୭)ର ପ୍ରଥମ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଆମ୍ବଗଡ ସମବାୟ ସମିତିର ସଭାପତି ତଥା ଲାଞ୍ଜିଆ ପଞ୍ଚାୟତର ସମିତି ସଭ୍ୟ ଶିକ୍ଷାବିତ୍ କାହୁଁ ଚରଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ବଳନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଶୈଖିକ ବିକାଶ ଦିଗରେ ଆଲୋକପାତ କରିଥିଲେ। କ୍ଲୋଷ୍ଟର ସି.ଆର.ସି.ସି ଦୁଷ୍ମନ୍ତ କୁମାର ପଟ୍ଟନାୟକଙ୍କ ତତ୍ବାବଧାନେ ସରକାରଙ୍କ ନିର୍ଦ୍ଧାରିତ ମଡୁଲ୍ ତଥା ବୈଠକରେ ଉକ୍ତ ଦିନର କାର୍ଯ୍ୟ ସୂଚୀ ପ୍ରକାରେ ଶିକ୍ଷଣ କାର୍ଯ୍ୟକୁ ସଭିଙ୍କ ଆଲୋଚନା ସହ ନିଖୁଣ ଭାବେ  ସମ୍ପାଦନ କରିଥିଲେ । ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଶିବରାମ ମହାଙ୍କୁଡ଼ (ଆର.ପି/ଅବସର ପ୍ରାପ୍ତ ଶିକ୍ଷକ) ବାଟିକା ଶ୍ରେଣୀରେ ଶିଶୁଙ୍କ ଶିକ୍ଷଣ ସକ୍ରୀୟାତ୍ମକ କାର୍ଯ୍ୟକୁ ଗୀତ ମାଧ୍ୟମରେ ଆକର୍ଷିତ କରାଇଥିଲେ । ଉକ୍ତ ବୈଠକରେ କ୍ଲୋଷ୍ଟରର ପ୍ରଧାନ ଶିକ୍ଷକ/ଶିକ୍ଷୟତ୍ରୀ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀ ବୃନ୍ଦ ଯଥା ଆମ୍ବାଗଡ ବିଦ୍ୟାଳୟର ଜନତା କୁମାରୀ ସାହୁ, ଗୁଣ୍ଠବନ୍ଧ ବିଦ୍ୟାଳୟର ସୁଜାତା କୁମାରୀ ସାହୁ ଓ ଗୀତାଞ୍ଜଳି ବିଷୋଇ, ଦକ୍ଷିଣପୁର ବିଦ୍ୟାଳୟର ଏ.ପୁଷ୍ପଲତା ଓ ରଶ୍ମିତା କୁମାରୀ ପ୍ରଧାନ, ଲାଞ୍ଜିଆ ବିଦ୍ୟାଳୟର ନମିତା କୁମାରୀ ମହାରଣା ଓ ରଞ୍ଜୁଲତା ପଟ୍ଟନାୟକ, ବାଳକୃଷ୍ଣପୁର ବିଦ୍ୟାଳୟର ଶଶିରେଖା ମଲ୍ଲିକ ଓ ରାଜଲକ୍ଷ୍ମୀ ନାହାକ, ଭଗବାନପୁର ବିଦ୍ୟାଳୟର କନକଲତା ମହାନ୍ତି, ବିରିବାଡ଼ିଆ ବିଦ୍ୟାଳୟର ସୌମ୍ୟରଞ୍ଜନ ଦାଶ, ବାଘଝୋରି ବିଦ୍ୟାଳୟର ସରସ୍ଵତୀ ଆଚାରୀ, କୁମ୍ଭୋଝୋରିବିଦ୍ୟାଳୟର ସୁଶ୍ରୀ ସଂଗୀତା ପାତ୍ର ଓ ପି.ନରସିଂହ, ବୁଦାଲୁଣ୍ଡି ବିଦ୍ୟାଳୟର ମହାଲକ୍ଷ୍ମୀ କର ସମେତ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅଳକା ମିଶ୍ର ମହୋଦୟା ଙ୍କ ସୁସ୍ବାଗତ ଓ ସୁପରିଚାଳନା ସହ ଉପସ୍ଥିତ ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ଅଂଶ ଗ୍ରହଣ କରି ଚଳନ୍ତି କ୍ଲୋଷ୍ଟର ସ୍ତରୀୟ ମାସିକ ବୈଠକକୁ ସଫଳ କରିଥିଲେ । ପରିଶେଷରେ ପ୍ରଧାନ ଶିକ୍ଷୟିତ୍ରୀ ଅଳକା ମିଶ୍ର ଙ୍କ ଦ୍ଵାରା ଧନ୍ୟବାଦ୍ ଅର୍ପଣ କରାଯାଇ କାର୍ଯ୍ୟକ୍ରମକୁ ସାଙ୍ଗ କରାଯାଇଥିଲା।

News Comment

You Might Also Like

BACK TO TOP