Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଅବସର ପ୍ରାପ୍ତ ଯବାନ ଙ୍କୁ ନିଜ ଗ୍ରାମରେ ସ୍ୱାଗତ ସମ୍ବର୍ଦ୍ଧନା ||

04-Jul-2026

ଅବସରପ୍ରାପ୍ତ ଯବାନଙ୍କୁ ନିଜ ଗ୍ରାମରେ ସ୍ବାଗତ ସମ୍ବର୍ଦ୍ଧନା।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୦୪/୦୭/୨୬:-------

 ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ କେନ୍ଦୁବାଡି ଗ୍ରାମର ଗଙ୍ଗାଧର ଭୂୟାଁ ଭାରତୀୟ ସେନାରେ ଦୀର୍ଘ ୨୪ ବର୍ଷ ଧରି ଦେଶ ସେବାରେ ନିଜକୁ ନିୟୋଜିତ କରି ଅବସର ଗ୍ରହଣ କରି ୦୩/୦୭/୨୬ ତାରିଖରେ ନିଜ ଗ୍ରାମ କେନ୍ଦୁବାଡିରେ ପହଞ୍ଚିଥିଲେ। ନିଜ ଗ୍ରାମ ତଥା ଜନ୍ମ ମାଟିରେ ପହଁଞ୍ଚିବା ପରେ ତାଙ୍କୁ ସ୍ବାଗତ କରିବା ପାଇଁ ଗ୍ରାମ ବାସୀଙ୍କ ତରଫରୁ ଏକ ସ୍ବାଗତ ରଥର ଆୟୋଜନ କରାଯାଇ କେନ୍ଦୁବାଡି ଗ୍ରାମର ପ୍ରତ୍ୟେକ ସାହି ପରିକ୍ରମା କରାଯାଇଥିଲା। ଏହାପରେ ଗ୍ରାମର ପାଠାଗାର ଠାରେ ପୂର୍ବତନ ସରପଞ୍ଚ ବିଜୟ କୁମାର ସ୍ବାଇଁ, ଅନ୍ତର୍ଜାତୀୟ ଚିତ୍ରଶିଳ୍ପୀ ଡକ୍ଟର ସ୍ଥିତଧୀ ରଥ, ସିଆରପିଏଫ ଯବାନ କୃଷ୍ଣ ଭୂୟାଁ, ଭାରତୀୟ ସେନାର ଯବାନ ମଣ୍ଟୁ ବିଷୋୟୀ, ସମାଜସେବୀ ଭଗବାନ ମହାନ୍ତି, ମୁନା ଭୂୟାଁ, ପପୁ ବିଷୋୟୀ ପ୍ରମୁଖ ଅବସରପ୍ରାପ୍ତ ଯବାନ ଗଙ୍ଗାଧରଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ  ତଥା ଯୁବକ ଗୋଷ୍ଠୀ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP