Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ପୁଣି ଦାଦନ ଦୁଃଖ, ଟ୍ରେନ ରୁ ଖସି ଯୁବକ ମୃତ |

05-Jul-2026

 ଗଞ୍ଜାମ ଜିଲ୍ଲା ର ପୁଣି ଜଣେ ଦାଦନ ଯୁବକଙ୍କ ଟ୍ରେନ୍ ରୁ ଖସି ମୃତ୍ୟୁ,

  ଦାଦନ ଖଟିବାକୁ ଯାଇଥିବା ପୁଅ ର ଟ୍ରେନରୁ ଖସି ମୃତ୍ୟୁ ହୋଇଛି | ଯାହା ଫଳରେ କି ଶେଷ ସମୟରେ ମୁହଁ ବି ଦେଖି ପାରିଲେନି ବାପା ମାଆଏପରି ଘଟଣା ଘଟିଛି  ବେଲଗୁଣ୍ଠା ବ୍ଳକ ରୁ  |ପେଟ ପାଟଣା ସହିତ ନିଜ ପରିବାରକୁ ଖୁସିରେ ରଖିବା ପାଇଁ ଘର ଛାଡ଼ି ଦାଦନ ଭାବେ ରାଜ୍ୟ ବାହାରକୁ ଯାଉଛନ୍ତି ଯୁବକ। ଜନ ସଂଖ୍ୟାକୁ ତାଳ ଦେଇ ବର୍ଷ ବର୍ଷ ଧରି ଗଞ୍ଜାମ ଜିଲ୍ଲାରେ ମଧ୍ୟ ଦାଦନ ଶ୍ରମିକଙ୍କ ସଂଖ୍ୟା ବୃଦ୍ଧି କ୍ରମାଗତ ଭାବେ ବୃଦ୍ଧି ପାଉଛି। ବିଶେଷ କରି ଗଞ୍ଜାମ ଜିଲ୍ଲାରେ କୌଣସି କଳ କାରଖାନା ନଥିବା ଯୋଗୁଁ ରାଜ୍ୟର ଅନ୍ୟ ଜିଲ୍ଲା ଅପେକ୍ଷା ଗଞ୍ଜାମର ଅଧିକ ଯୁବକ ଯୁବତୀ ଦାଦନ ଖଟିବା ପାଇଁ ସୁଦୂରଗୁଜୁରାଟ,ମହାରାଷ୍ଟ୍ର,କେରଳ, ତାମିଲନାଡୁ,ପଶ୍ଚିମବଙ୍ଗ ରାଜ୍ୟ ସହିତ ଦୁବାଇ ଭଳି ବାହାର ଦେଶକୁ ମଧ୍ୟ ଯାଉଛନ୍ତି। ଗଞ୍ଜାମ ଜିଲ୍ଲାରେ ଦାଦନ ସଂଖ୍ୟା ବଢ଼ି ତିରିଶି ଲକ୍ଷ ଟପିଲାଣି। କିନ୍ତୁ ବହୁ ସମୟରେ ବିଭିନ୍ନ ରୋଗ କିମ୍ବା ଦୁର୍ଘଟଣାର ଶିକାର ହୋଇ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ପରିବାରର ମେରୁଦଣ୍ଡକୁ ଭାଙ୍ଗି ଦେଉଛି। ଏହି ଭଳି ଏକ ଦୁର୍ଘଟଣା ଜନିତ ମୃତ୍ୟୁର ଶିକାର ହୋଇଛନ୍ତି ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଉଢ଼ୁରା ପଞ୍ଚାୟତ ଅନ୍ତର୍ଗତ କୋକଲୁଣ୍ଡା ଗ୍ରାମର ଜଣେ ଯୁବକ। ମୃତ ଯୁବକ ଜଣଙ୍କ ହେଲେ କୋକଲୁଣ୍ଡା ସୁରେନ୍ଦ୍ର ବେହେରାଙ୍କ ପୁଅ  ଆଲୋକ ବେହେରା (୨୫)। ସୁରେନ୍ଦ୍ର ଜଣେ ଗରିବ ଶ୍ରେଣୀର ଲୋକ ହୋଇଥିବାରୁ ତାଙ୍କର ସମସ୍ତ ପରିବାର ସଦସ୍ୟ ବାହାରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଛନ୍ତି। ସୁରେନ୍ଦ୍ର ବହୁ ବର୍ଷ ହେବ ତାଳଚେରର ଏକ ରୋଟି କମ୍ପାନୀରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟକରୁଥିବା କରୁଥିବା ବେଳେ ସୁରେନ୍ଦ୍ରଙ୍କ ସାନ ପୁଅ ଆଲୋକ ଘରର ଗରିବୀ ଅବସ୍ଥା ଯୋଗୁଁ ପ୍ରାଥମିକ ବିଦ୍ୟାଳୟରୁ ହିଁ ପାଠରେ ଡୋରି ବାନ୍ଧି ଆଠ ବର୍ଷ ତଳେ ନିଜ ସାଙ୍ଗ ସାଥିଙ୍କ ସହିତ ସୁରତ ଚାଲି ଯାଇଥିଲେ। ସେ ସୁରତରେ ସାତ ବର୍ଷ କାମ କରିବା ପରେ ଆଠ ମାସ ତଳେ ମୁମ୍ବାଇରେ ଆସି କାମ କରୁଥିଲେ। ଗତ ୨୯ ତାରିଖ ଦିନ ସେ ତାଳଚେର ଆସିବା ପାଇଁ ମୁମ୍ବାଇରୁ ଟ୍ରେନ୍ ରେ ଚଢ଼ିଥିଲେ। କିନ୍ତୁ ରାତି ଦୁଇ ଘଣ୍ଟା ତିରିଶି ମିନିଟ୍ ସମୟରେ ନାସିକ ପଖରେ ଆଲୋକ ଅସାବଧାନତା ବଶତଃ ଟ୍ରେନ୍ ରୁ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକେ ରେଳ ସୁରକ୍ଷା ବାହିନୀକୁ ଜଣାଇବା ପରେ ରେଲୱେ ପୋଲିସ ଆଲୋକଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ନାସିକ ର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ ନାସିକ ସିଟି ହସ୍ପିଟାଲ କୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତ ଏକ ତାରିଖ ଦିନ ୧୨ ଘଣ୍ଟା ୨୦ ମିନିଟ୍ ସମୟରେ ଆଲୋକ ଶେଷ  ନିଃଶ୍ୱାସ ତ୍ୟାଗ କରିଥିଲେ। ଖବର ପାଇ ଆଲୋକଙ୍କ  ଭାଇ ଏବଂ ଭିଣୋଇ ନାସିକରେ ପହଞ୍ଚିଥିଲେ। ଏକ ତାରିଖରେ ହିଁ ଆଲିକଙ୍କ ଶବ ବ୍ୟବଚ୍ଛେଦ କରାଯାଇ ତାଙ୍କ ଭାଇଙ୍କୁ ହସ୍ତାନ୍ତର କରାଯାଇଥିଲା। କିନ୍ତୁ ଆଲୋକଙ୍କ ଶବକୁ ଗ୍ରାମକୁ ଆଣିବା ନିମନ୍ତେ ତାଙ୍କ ପରିବାର ଲୋକଙ୍କ ପକ୍ଷେ ଅର୍ଥର ଅଭାବ ଥିବାରୁ ସେମାନେ ନାସିକ ରେ ହିଁ ଶବ ସତ୍କାର କରିଦେଇଥିଲେ। ଫଳରେ ଆଲୋକଙ୍କ ବାପା,ମା ଏବଂ ଭଉଣୀ ତାଙ୍କର ଶେଷ ଦର୍ଶନ ମଧ୍ୟ କରିପାରିନଥିଲେ। ସେ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବା ପାଇଁ ଉଢ଼ୁରା ସମିତି ସଭ୍ୟ ସୁଧାଂଶୁ ଶେଖର ପୋଲାଇ ପ୍ରଶାସନ ନିକଟରେ ଦାବି କରିଛନ୍ତି।

News Comment

You Might Also Like

BACK TO TOP