Breaking News

ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||     

ଚାଉଳିଆ ଗଞ୍ଜ ଥାନାର ଆଇ ଆଇସି ବିୟୁଟି ମହାନ୍ତି ଙ୍କ ଆତ୍ମହତ୍ୟା ରେ କାରଣ ଖୋଜୁଛି ପୋଲିସ ||

05-Jul-2026

ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ପଛର କାରଣ ଖୋଜୁଛି କମିଶନ ରେଟ ପୋଲିସ  |

ଓଡିଶା ଜନ ମତ  ବ୍ୟୁରୋ,

ଗଞ୍ଜାମ ଜିଲ୍ଲରୁ ପ୍ରମୋସନ ପାଇ କଟକ ଚାଉଳିଆଗଞ୍ଜ ଥାନା  ରେ ଆଇ ଆଇସି ଭାବେ ନିଯୁକ୍ତି ହୋଇଥିବା  ଥାନା ଅଧିକାରୀ  ଵିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାରେ ଛାନଭିନ୍ ଆରମ୍ଭ ହୋଇଛି। ଜବତ ହୋଇଥିବା ବିୟୁଟିଙ୍କ ୨ଟି ମୋବାଇଲ୍ ଫୋନ୍ ଷ୍ଟେଟଫୋରେନସିକଲାଵୋରା ଟୋରୀକୁ ଯାଞ୍ଚ ପାଇଁ ପଠାଯାଇଛି । କମିଶନ ରେଟ୍ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଚାଉଳିଆ ଗଞ୍ଜ ଥାନାର ଅତିରିକ୍ତ ଇନିସପେକ୍ଟରଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଛି।
ସେହିପରି ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଵିୟୁଟିଙ୍କ ଶବ ବ୍ୟବଚ୍ଛେଦ କରାଯାଇଛି। ଏହା ସହ ବ୍ୟବଚ୍ଛେଦ ପ୍ରକ୍ରିୟାର ସମ୍ପୂର୍ଣ୍ଣ ଭିଡିଓଗ୍ରାଫି କରାଯାଇଛି। କୌଣସି ବ୍ୟକ୍ତିଗତ ସମସ୍ୟା ନାଁ କର୍ମକ୍ଷେତ୍ରର ଚାପ ଯୋଗୁଁ ଵିୟୁଟିଏଭଳିଚରମପଦକ୍ଷେପ ନେଲେ,ସେ ନେଇ କମିଶନ ରେଟ ପୋଲିସ ତଦନ୍ତ କରିଵା ପାଇଁ ପରିବାର ଲୋକେ ନିବେଦନ କରିଛନ୍ତି। ଏହା ସହ ଵିୟୁଟିଙ୍କ ମୃତ୍ୟୁ ପଛରେ କୌଣସି ବ୍ୟକ୍ତଙ୍କ କିଛିଭୂମିକା କିମ୍ବା ଚାପ ଅଛି କି ନାହିଁ,ସେ ନେଇ ମଧ୍ୟ ପୋଲିସ ତଦନ୍ତ କରୁଛି |  ବିୟୁଟି ମହାନ୍ତି  ଗଞ୍ଜାମ ଜିଲ୍ଳାର ପୁରୁଷୋତ୍ତମପୁର ଥାନାରେ ଏସ ଆଇ ଦୁଇବର୍ଷ ରହିବା ପରେ  ସେଠାରୁ ଛତ୍ରପୁର ବଦଳି ହୋଈ ଯାଇଥିଲେ |ଏବଂ ସେଠାରୁ ସେ  ଆଇ ଆଇସି ପ୍ରମୋସନ ହୋଈ  ଚାଉଳିଆ ଗଞ୍ଜ ଥାନାରେ ଥିଲେ  |

News Comment

You Might Also Like

BACK TO TOP