Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଯାଜପୁର ଜିଲ୍ଲା ସମ୍ମିଳନୀ କକ୍ଷରେ ଜିଲ୍ଲା ପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||

06-Jul-2026

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଓଡିଶା ଜନମତ, ଯାଜପୁର,

 ପ୍ରଦୀପ କୁମାର ମଲ୍ଲିକ:  -----

ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୧୭୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୩୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ୦୫ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୩୧ ଗୋଟି ରେଡକ୍ରସ ପାଣ୍ଠିରୁ ୦୨ ଗୋଟି ଅଭିଯୋଗର ଶୁଣାଣି  କରାଯାଇଥିଲା। ୩୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ, ଯାଜପୁର ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ଶ୍ରୀ ବ୍ରହ୍ମାନନ୍ଦ ବେହେରା,  ତହସିଲଦାର , ଯାଜପୁର  ଶ୍ରୀ ରବିନାରାୟଣ ପାଢ଼ୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

News Comment

You Might Also Like

BACK TO TOP