Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ବ୍ରହ୍ମପୁର ଠାରୁ ଦୈନିକ ଚାଲିବ ଉଧାନ ସୁରଟ ଅମୃତ ଭାରତ ଏକ୍ସ ପ୍ରେସ ||

06-Jul-2026

ଦୈନିକ ଚାଲିବ ବ୍ରହ୍ମପୁର-ଉଧ୍‌ନା (ସୁରଟ) ଅମୃତ ଭାରତ ଏକ୍ସପ୍ରେସ, ଶୁଭାରମ୍ଭ କଲେ  ମୁଖ୍ୟମନ୍ତ୍ରୀ, ରେଳମନ୍ତ୍ରୀ ।

ଗୁଜୁରାଟ ସହ ଭାବଗତ, ସାଂସ୍କୃତିକ ଓ ଅର୍ଥନୈତିକ ସମ୍ପର୍କ 
ଆହୁରି ନିବିଡ଼ ହେବ- ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ରେଳ ଷ୍ଟେସନକୁ ବିଶ୍ୱ ସ୍ତରୀୟ କରିବା ପାଇଁ 
ଖର୍ଚ୍ଚ ହେବ ୩୦୦ କୋଟି - ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

 ଓଡିଶା ଜନ ମତ  ବ୍ରହ୍ମପୁର, 

କୃଷ୍ଣ୍ଷ ଚନ୍ଦ୍ର ସାମନ୍ତରା  (୬/୭) :------

 ଓଡ଼ିଶାର ବିକାଶ ଯାତ୍ରାରେ ଆଜି ଏକ ନୂତନ ଫର୍ଦ୍ଦ ଯୋଡ଼ି ହୋଇଯାଇଛି। ରେଶମ ସହର ବ୍ରହ୍ମପୁରରୁ ବାହାରି ପଶ୍ଚିମ ଓଡ଼ିଶା ଦେଇ ଗୁଜୁରାଟର ଉଧ୍‌ନା (ସୁରଟ) ପର୍ଯ୍ୟନ୍ତ ଚାଲୁଥିବା ସାପ୍ତାହିକ ଅମୃତ ଭାରତ ଏକ୍ସପ୍ରେସ ଆଜିଠାରୁ ଦୈନିକ ଟ୍ରେନ ରୂପେ ନିଜର ଯାତ୍ରା ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମଗ୍ର ରାଜ୍ୟବାସୀ, ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ଏହାକୁ ଓଡ଼ିଶାର ବିକାଶ ଲାଗି ଏକ ଐତିହାସିକ ଦିନ ବୋଲି ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସୁରଟ ସହ ଓଡ଼ିଶାର ଭାବଗତ, ସାଂସ୍କୃତିକ ଓ ଅର୍ଥନୈତିକ ସମ୍ପର୍କ ଅତି ନିବିଡ଼। ଓଡ଼ିଶାର ଲକ୍ଷ ଲକ୍ଷ ଶ୍ରମିକ ଓ ବ୍ୟବସାୟୀ ଭାଇମାନେ ସୁରଟରେ ରହି ସେଠାକାର ଟେକ୍ସଟାଇଲ ଓ ଡାଇମଣ୍ଡ ଶିଳ୍ପରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। 
ପୂର୍ବରୁ ସାପ୍ତାହିକ ଟ୍ରେନ ଯୋଗୁ ଯାତାୟତରେ ଅନେକ ଅସୁବିଧା ହେଉଥିଲା। ଓଡ଼ିଶା ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର ସରକାର ଏହି ସେବାକୁ ଦୈନିକ କରିଥିବାରୁ, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପକ୍ଷରୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଇଛନ୍ତି। ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ଅତ୍ୟାଧୁନିକ ଟ୍ରେନ ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଭାଇଭଉଣୀଙ୍କ ପାଇଁ ନିରାପଦ, ଶସ୍ତା ଓ ଦ୍ରୁତ ଯାତ୍ରାର ସୁବିଧା ପ୍ରଦାନ କରିବ। ଏହାଦ୍ୱାରା ଗୁଜୁରାଟ ସହ ଓଡିଶାର ସମ୍ପର୍କ ଆହୁରି ନିବିଡ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଭିତ୍ତିଭୂମି ଓ ଅର୍ଥନୈତିକ ପ୍ରଗତି ଉପରେ ଆଲୋକପାତ କରି କହିଛନ୍ତି ଯେ ଗତ ଦୁଇ ବର୍ଷ ମଧ୍ୟରେ ୩.୧୧ ଲକ୍ଷ କୋଟି ଟଙ୍କାର ୧୫୨ଟି ଶିଳ୍ପ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହୋଇଛି, ଯାହା ଦ୍ୱାରା ୨.୫୦ ଲକ୍ଷ ଯୁବକଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଗୋପାଳପୁର ବନ୍ଦରର ସମ୍ପ୍ରସାରଣ ସହ ଆଗାମୀ ଦିନରେ ବାହୁଦା ଠାରେ ଏକ ବୃହତ୍ ବନ୍ଦର ସ୍ଥାପନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁର ସହରକୁ ‘ଗ୍ରେଟର ବ୍ରହ୍ମପୁର ସିଟି’ ଭାବେ ବିକଶିତ କରିବା ସହ ବ୍ରହ୍ମପୁର-ଜୟପୁରକୁ ସଂଯୋଗ କରୁଥିବା ଏକ ୬-ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।କେନ୍ଦ୍ର ରେଳ, ଇଲୋକ୍ଟ୍ରୋ ନିକ୍‌ସ ଓ ଆଇଟି, ସୂଚନା ଓ ପ୍ରସାରଣ ମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବ କହିଥିଲେ ଯେ ଅତୀତରେ ସୁରଟ ଠାରେ ଗୋଟିଏ ସଭାରେ ଯୋଗଦେଇଥିବା ଅବସରରେ ସୁରଟରୁ ବ୍ରହ୍ମପୁର ଯାଏ ନିୟମିତ ରେଳ ଚଳାଚଳ ପାଇ ଯେଉଁ ଅନୁରୋଧ କରାଯାଇଥିଲା, ଆଜି ତାହା ପୂରଣ କରାଯାଇଛି । ବର୍ତ୍ତମାନ ସମୟର  Latest Technology ର ଟ୍ରେନ୍ ଅମୃତ ଭାରତ ଏକ୍ସପ୍ରେସ ବର୍ତ୍ତମାନ ଠାରୁ ପ୍ରତିଦିନ ବ୍ରହ୍ମପୁରରୁ ସୁରଟ ଅଭିମୁଖେ ଚଳାଚଳ କରିବ । ସେ ଆହୁରି ଘୋଷଣା କରିଥିଲେ ଯେ ବ୍ରହ୍ମପୁର ରେଳ ଷ୍ଟେସନକୁ ବିଶ୍ୱ ସ୍ତରୀୟ ରେଳ ଷ୍ଟେସନ କରିବା ପାଇ ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ଓ ଏହାର କାମ ଖୁବ୍ ଶୀଘ୍ର ଆରମ୍ଭ ହେବ ।ଏହି  ଶୁଭାରମ୍ଭ ଉତ୍ସବରେ ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ  ମଲ୍ଲିକ, ବ୍ରହ୍ମପୁରର ସାଂସଦ ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ, ଆସ୍କାର ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ, ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ୍ ଙ୍କ ସମେତ ଗଞ୍ଜାମ ଜିଲ୍ଲାର ସମସ୍ତ ବିଧାୟକଗଣ, ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ପୂର୍ବ ତଟ ରେଳପଥର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ।

News Comment

You Might Also Like

BACK TO TOP