Breaking News

ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||     

ସୁନାଖଣ୍ଡି ପଞ୍ଚାୟତ ର ତୋଟା ଠାରେ ବନାଞ୍ଚଳ ସ୍ତରୀୟ 77ତମ ବନ ମହୋତ୍ସବ ପାଳିତ ||

07-Jul-2026

ବନାଞ୍ଚଳ ସ୍ତରୀୟ ୭୭ତମ ବନ ମହୋତ୍ସବ ପାଳିତ

ଓଡିଶା ଜନମତ ରାୟଗଡା ,୭/୭

କାମେଶ୍ୱର କରକରିଆ :-----

 ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତର ସତୀ ତୋଟା ଠାରେ ବନାଞ୍ଚଳ ସ୍ତରୀୟ ୭୭ତମ ବନ ମହୋତ୍ସବ ପାଳନ କରାଯାଇଛି। ଏଥିରେ  ବନବିଭାଗର ରେଞ୍ଜର  ସଚ୍ଚିଦାନନ୍ଦ ପରିଡା ଙ୍କ ନେତୃତ୍ୱ ରେ ମୁଖ୍ୟ ଅତିଥି  ବ୍ଲକ ଅଧ୍ୟକ୍ଷା  ଅମ୍ବ୍ରିତା କାଡ୍ରାକା  ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ। ଶିବ ମନ୍ଦିର ଓ ବିଦ୍ୟାଳୟ ପ୍ରାଙ୍ଗଣ ରେ ପ୍ରାୟ ୫୫୦ଟି ଔଷଧୀୟ ବୃକ୍ଷ, ପରିବେଶ କୁ ସୌନ୍ଦର୍ଯ୍ୟ କରୁଥିବା ବୃକ୍ଷ ସହ ଫଳ ଜାତୀୟ ବୃକ୍ଷ ରୋପଣ କରିଥିଲେ। ଏହାପରେ ଜଗନ୍ନାଥପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ  ଛାତ୍ର ଛାତ୍ରୀଙ୍କୁ ନେଇ ହାତରେ ଫ୍ଲା କାର୍ଡ ଧରି   ଜଙ୍ଗଲ ସୁରକ୍ଷା ନେଇ  ବିଭିନ୍ନ ପ୍ରକାର ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ। ଛାତ୍ର ଛାତ୍ରୀଙ୍କୁ ନେଇ ପ୍ରବନ୍ଧ,କୁଇଜ,ଚିତ୍ରାଙ୍କନ ଓ ବକୃତା ପ୍ରତିଯୋଗିତା କରାଯାଇଥିଲା।ଏଥିରେ କୃତି ୩୦ଜଣ ଛାତ୍ର ଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଛି। ଏହା ପରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ  ଗଦାଧର ବେହେରା ଙ୍କ ଅଧ୍ୟକ୍ଷାତା ରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ  ଅଧ୍ୟକ୍ଷା  ଅମ୍ବ୍ରିତା କାଡ୍ରାକା ଯୋଗ ଦେଇଥିବା ବେଳେ ବକ୍ତା ଭାବେ  ରେଞ୍ଜର ସଚ୍ଚିଦାନନ୍ଦ ପରିଡା ଓ ସୁନାଖଣ୍ଡି ସରପଞ୍ଚ  ସଞ୍ଜୟ ନିଶିକା, ବନପାଳ ବରଖାରନି ପାତ୍ର, ଅଶ୍ୱିନୀ କୁମାର କରକରିଆ, ହରିବନ୍ଧୁ ବାଉରୀ ସଂମ୍ମାନୀୟ ଅତିଥି ଭାବେ ମଞ୍ଚାସିନ ରହିଥିଲେ।ବୃକ୍ଷର ମହତ୍ତ୍ୱ ଓ ମନୁଷ୍ୟ ଜୀବନର କେତେକ ଆବଶ୍ୟକ ଉପସ୍ଥିତ ଛାତ୍ର ଛାତ୍ରୀଙ୍କୁ ବୁଝାଇ ଥିଲେ। ବିଦ୍ୟାଳୟ ର ଶିକ୍ଷକ ଉମେଶ ଚନ୍ଦ୍ର ଦାସ ମଞ୍ଚ ପରିଚାଳନା, ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ରମେଶ ଚନ୍ଦ୍ର ବରାଳ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟ ର  ବିଦ୍ୟାଳୟ ଶିକ୍ଷକ ଓ ବନ ବିଭାଗ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସହଯୋଗ କରିଛନ୍ତି।

News Comment

You Might Also Like

BACK TO TOP