Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ଗଞ୍ଜାମ ଜିଲ୍ଲାପାଳ ଗୋପାଳ ପୁର ବେଳାଭୂମି ସଫେଇ କାର୍ଯ୍ୟକ୍ରମ ରେ ଯୋଗଦାନ କଲେ ||

07-Jul-2026

ଗୋପାଳପୁର ବେଳାଭୂମି ସଫେଇ କାର୍ଯ୍ୟକ୍ରମ ରେ ଗଞ୍ଜାମ ଜିଲ୍ଲାପାଳଙ୍କ ଯୋଗଦାନ। 

ଓଡିଶା ଜନ ମତ, ବ୍ରହ୍ମପୁର,

କୈଳାଶ ଚନ୍ଦ୍ର ଚୌଧୁରୀ:-------

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଚଳିତ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ କୁ ଜିଲ୍ଲା ପ୍ରଶାସନ ତରଫରୁ ଗଞ୍ଜାମ ଜିଲ୍ଲାରେ ଜୋରସୋରରେ ଆଗେଇ ଚାଲିଛି। ଏହି ପରିପ୍ରେକ୍ଷୀରେ ଆଜି ଗୋପାଳପୁର ବେଳାଭୂମି ରେ ଏନ୍ ଏ ସି କର୍ମଚାରୀ ଓ ଗୋପାଳପୁର କଲେଜ ଛାତ୍ରଛାତ୍ରୀଙ୍କ ସହଯୋଗ ରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ରେ ଖୋଦ୍ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ ଶ୍ରମଦାନ କରି ସଫେଇ କାର୍ଯ୍ୟକ୍ରମ ର ସଫଳତା କାମନା କରିଛନ୍ତି। ଏତଦବ୍ୟତୀତ ଏହି କାର୍ଯ୍ୟକ୍ରମ ରେ ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଜାନକୀ ରାମ, ନିର୍ବାହୀ ଅଧିକାରୀ ମନୋଜ ନାହାକ ପ୍ରମୁଖ ଅଂଶଗ୍ରହଣ କରିଥିଲେ।

News Comment

You Might Also Like

BACK TO TOP