Breaking News

କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||     

ପିଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ହାଇସ୍କୁଲ ତରଫରୁ ବନ ମହୋତ୍ସବ ସପ୍ତାହ ପାଳିତ |

08-Jul-2026

ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ହାଇସ୍କୁଲ୍ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳିତ

 ଓଡିଶା ଜନ ମତ, ବୁଗୁଡ଼ା,୭।୭

ଡ.କୁମୁଦ ଚନ୍ଦ୍ର ବେହେରା:---

ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ  ବନ ମହୋତ୍ସବ ସପ୍ତାହ ପାଳିତ ହୋଇ ଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସରୋଜିନୀ ହାଁସଦା ଛାତ୍ର, ଛାତ୍ରୀମାନଙ୍କୁ ବୃକ୍ଷ ରୋପଣ ଓ ପରିବେଶ ସୁରକ୍ଷା ବିଷୟରେ ସଚେତନତା କରାଇଥିଲେ । ଏହି କାର୍ଯ୍ୟକ୍ରମ ଅତିଥି ଭାବେ ଯ ଦକ୍ଷିଣ ଘୁମୁସର ବନଖଣ୍ଡ ର ଫରେଷ୍ଟର ଶ୍ରୀ ସୁଧୀର କୁମାର ପଟ୍ଟନାୟକ , ଫରେଷ୍ଟ ଗାର୍ଡ ଶ୍ରୀ ଦଣ୍ଡ ପାଣି ଶବର ଓ ଶ୍ରୀମତୀ ଯଶଶ୍ଵିନି ସାହୁଙ୍କ ସମେତ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ଗୋପାଳ ଚନ୍ଦ୍ର ନାୟକ, ଶ୍ରୀମତୀ ଡି. ଚାନ୍ଦିନୀ ଆଚାରୀ (ସରପଞ୍ଚ ବି. କରଡ଼ାବାଡି) , ଶ୍ରୀମତୀ ଚାନ୍ଦିନୀ ନାୟକ,ଜିଲ୍ଲା ପରିଷଦ,ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ବନ ମହୋତ୍ସବ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ବିଦ୍ୟାଳୟର ସ୍କାଉଟ ଓ ଗାଇଡ ଛାତ୍ର ଓ ଛାତ୍ରୀମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ।

News Comment

You Might Also Like

BACK TO TOP