Breaking News

କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||     

ବ୍ରହ୍ମପୁର ରେଳ ଧାରଣରୁ ଅଚିହ୍ନା ଯୁବକର ଶବ ଉଦ୍ଧାର |

11-Jul-2026

ଅଚିହ୍ନା ଯୁବକ ର ଶବ ରେଳ ଧାରଣା ରୁ ଉଦ୍ଧାର। 

ଓଡିଶା ଜନ ମତ , ବ୍ରହ୍ମପୁର,

 କୈଳାଶ ଚନ୍ଦ୍ର ଚୌଧୁରୀ, 
ବ୍ରହ୍ମପୁର ରେଳଷ୍ଟେସନ ତଥା ଜେଲ୍ ପାଚେରୀ କଡ ରେଳ ଧାରଣାରୁ ଜଣେ ଯୁବକ ର କ୍ଷତବିକ୍ଷତ ଶବକୁ ରେଳବାଇ ପୋଲିସ୍ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ପଠାଇଛନ୍ତି। ମିଳିଥିବା ଶବ ଜଣେ ଅଚିହ୍ନା ଯୁବକ ର ଓ କୌଣସି ଚଳନ୍ତା ଟ୍ରେନ ଉପରକୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତ ଯୁବକ ର ବୟସ ପ୍ରାୟ ୨୫ ବର୍ଷ ହେବ।ତାର କୌଣସି ପରିଚୟ ମିଳିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିବା ସହ ଆଖପାଖ ଅଞ୍ଚଳରେ ବୁଲି ମୃତ ଯୁବକଙ୍କ ପରିଚୟ ଖୋଜିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP