Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବୁଡ଼ାଗୁଡା ସରକାରୀ ସ୍କୁଲ ରେ ଅଭିଭାବକ ଓ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ |

11-Jul-2026

ସରକାରୀ ଉଚ୍ଚ ବିଦ୍ୟାଳୟ ବୁଡ଼ାଗୁଡାରେ ଅଭିଭାବକ ଓ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ସହ ନୂତନ କମିଟି ଚୟନ,

ଓଡିଶା ଜନମତ ରାୟଗଡା 

 କାମେଶ୍ୱର କରକରିଆ  :- ------

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ପଞ୍ଚାୟତ ସଦରରେ ଥିବା ଉଚ୍ଚ ବିଦ୍ୟାଳୟ ଠାରେ ନୂତନ ସ୍କୁଲ ପରିଚାଳନା କମିଟି ଗଠନ |ଏଥିରେ ଦୀର୍ଘ ବର୍ଷ ପରେ ଅଭିଭାବକ ଓ ଶିକ୍ଷକ ବୈଠକ ସହ ନୂତନ କମିଟି ଗଠିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁରେଶ କୁମାର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକ ରେ ବିଦ୍ୟାଳୟର ସମସ୍ତ ଅଭିଭାବକ ମାନେ ଉପସ୍ଥିତ ରହିଥିଲେ। ସମସ୍ତ ଅଭିଭାବକ ଙ୍କ ମଧ୍ୟରୁ  ପ୍ରଥମେ ୧୩ ଜଣିଆ ପରିଚାଳନା କମିଟି ଓ ଉପସ୍ଥିତ ସମସ୍ତ ଅଭିଭାବକଙ୍କ ସହମତି କ୍ରମେ ଅଧ୍ୟକ୍ଷ ଭାବେ ସନ୍ତୋଷ କୁମାର ବଛା ଓ ଉପାଧ୍ୟକ୍ଷା ଭାବେ ଶ୍ରୀମତୀ ସାୟା ପେରିସିକାଙ୍କୁ ଚୟନ କରାଯାଇଥିବା ବେଳେ ମେମ୍ବର ଭାବେ ଜାନକୀ ପିଡ଼ିଶିକା, ଆରତୀ ନାଏକ, ରେବତୀ ହିଆଲ୍, ଚମ୍ପି ସାରାକା, ଯମୁନା ମାଝୀ, ମମତା କୁରିଆ, ଖଗେଶ୍ୱର କୁରିଆ, ପଦ୍ମନ୍ ଭତ୍ରା, ସଦନ ମାଝୀ, ଈଶ୍ୱର କାଡ୍ରାକା, ରାମାରାଓ କୁଲିସିକା ଚୟନ ହୋଇଥଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପୁର୍ବତନ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ବାବୁରାଓ ନିଶିକା, ବରିଷ୍ଠଶିକ୍ଷକ ସତ୍ୟବର ପ୍ରସାଦ ପଟ୍ଟନାୟକ, ଶିକ୍ଷକ ଜଗଦୀଶ ସ୍ୱାଇଁ, ଅମରେଶ ଷେଣ୍ଢ, ପ୍ରଦୀପ କୁମାର ଜେନା, ଭରତ କଦମସେଠ ଶିକ୍ଷୟିତ୍ରୀ ଗାୟତ୍ରୀ ବେହେରା, ସସ୍ମିତା ତାଡ଼, ବର୍ଷା ପ୍ରିୟଦର୍ଶନୀ ଓ ବିଦ୍ୟାଳୟର ବିଭିନ୍ନ ଗ୍ରାମରୁ ଆସିଥିବା ଅଭିଭାବକ ଉପସ୍ଥିତ ରହିଥିଲେ। ଏଥିରେ ନୂତନ ଭାବେ ବିଦ୍ୟାଳୟ ପରିଚାଳନା କମିଟି ଗଠନ ସହ ଉପ କମିଟି ଗଠନ, ବିଦ୍ୟାଳୟ ପରିବେଶ ଉନ୍ନତି କରଣ ଓ ଛାତ୍ର ଛାତ୍ରୀଙ୍କ ଉନ୍ନତି ଓ ସୁରକ୍ଷା ନିମନ୍ତେ ପଦକ୍ଷେପ ବାବଦରେ ଆଲୋଚନା ହୋଇଥଲା। ଉକ୍ତ ବୈଠକକୁ ବିଦ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଧ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP