Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

36କିଲୋ ଗଞ୍ଜେଇ ସହ ଏକ କାର ଏବଂ ଜଣେ ଅଭିଯୁକ୍ତ କୁ ଗିରଫ କଲା ଭଞ୍ଜନଗର ପୋଲିସ ||

12-Jul-2026

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ୩୬ କିଲୋରୁ ଅଧିକ ଗଞ୍ଜେଇ ଜବତ, ଜଣେ ଗିରଫ,

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :-----

ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ପାଟ୍ରୋଲିଂ ସମୟରେ ଖାରିଗୁଡ଼ା ଟୋଲ୍ ଗେଟ୍ ନିକଟରୁ ଏକ ରୂପା ରଙ୍ଗର ଭେଣ୍ଟୋ କାର୍ ସହ ପ୍ରାୟ ୩୬.୮୧୦ କିଲୋଗ୍ରାମ ବେଆଇନ ଗଞ୍ଜେଇ ଜବତ କରାଯାଇଛି। ଏହି ମାମଲାରେ ବୁଗୁଡ଼ା ଅଞ୍ଚଳର ଅଭିଯୁକ୍ତ ସନ୍ତୋଷ କୁମାର ଆଲଟିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ନିଶା କାରବାର ବିରୋଧରେ ପୋଲିସର ଏହିଭଳି ଅଭିଯାନ ଆଗକୁ ମଧ୍ୟ ଜାରି ରହିବ ବୋଲି ପୋଲିସ ସୁତ୍ରରୁ ପ୍ରକାଶ।
ଭଞ୍ଜନଗର ଥାନାଧିକାରୀ ଜିବନାନନ୍ଦ ଜେନା ଙ୍କ ସୁଚନା ଦେଇଛନ୍ତି  ଏସ୍.ଆଇ. ଏଲ୍.ଡି. ମହାନ୍ତି କର୍ମଚାରୀଙ୍କ ସହିତ ମୁଜାଗଡା ଗ୍ରାମରେ ଅପରାହ୍ନ ସମୟରେ ସଦଳବଳେ ପାଟ୍ରୋଲିଂ ସମୟରେ ଦେଖିଲେ ଯେ ଗୋଟିଏ  VW ଭେଣ୍ଟୋ ନମ୍ବର। OD 14 D 3839 ଯାହା ବିପରୀତ ପାର୍ଶ୍ୱରୁ ଆସୁଥିଲା ଓ ପଛକୁ ଫେରିବାକୁ ଚେଷ୍ଟା ଫଳରେ ଉପସ୍ଥିତ ପୋଲିସ୍ କର୍ମଚାରୀ ମାନେ ଉପରେ ଚାଲାଣକାରୀ ବ୍ୟକ୍ତି ସହିତ ଉକ୍ତ କାରଟିକୁ ଧରିପାରିବାରେ ସକ୍ଷମ ହୋଇଥିଲେ କାର୍ ଓ ଗଞେଇ ଜବତ କରି ଅଭିଯୁକ୍ତ କୁ କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP