Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ସଡ଼କ ଦୁର୍ଘଟଣା ରେ ବାଇକ ଚାଳକ ଙ୍କ ମୃତ୍ୟୁ |

13-Jul-2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ବାଇକ ଚାଳକଙ୍କ ମୃତ୍ୟୁ

ଓଡିଶା ଜନମତ,ବାଲିଗୁଡା, ତା, ୧୨/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ : ------

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ରବିବାର ଅପରାହ୍ନ ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମଧୁପଲ୍ଲୀ ଗାଁର ସୋମନାଥ ବେହେରାଦଳାଇ (୩୭)। ଖବର ପାଇ ଦୁର୍ଘଟଣା ସ୍ଥଳରେ ଦାରିଙ୍ଗବାଡ଼ି ଥାନା ଅଧୂକାରୀ ସଂଗ୍ରାମ କେଶରୀ ଜେନା ସଦଳବଳ ପହଞ୍ଚି ଦୁର୍ଘଟଣାରେ ଆହତ ସୋମନାଥଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି  କରିଥିଲେ। ସେଠାରେ ଚିକିତ୍ସା କରୁଥିବା ଡାକ୍ତର ତାଙ୍କୁ ମୃତ  ଘୋଷଣା କରିଥିବା ବିଷୟ ଥାନା ଅଧିକାରୀ କହିଛନ୍ତି । ସୂଚନା ଯେ, ସୋମନାଥ ଜଣେ ଭଲ କୃଷକ ସହ ନିଜ ଗ୍ରାମରେ ରହିଥ‌ିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ଠିକା କର୍ମଚାରୀ ତଥା ରାତ୍ର ଜଗୁଆଳି ଭାବେ କାର୍ଯ୍ୟ କରୁଥିଲେ। ସେ ରବିବାର କୌଣସି କାର୍ଯ୍ୟରେ ସିମନବାଡ଼ି ଆସି ନିଜ ଗାଁକୁ ଫେରିବା ବେଳେ ଦୁର୍ଘଟଣା ହୋଇଥ‌ିବା ଜଣାପଡ଼ିଛି। ଏହି ଦୁର୍ଘଟଣା କିପରି ଘଟିଲା ସେନେଇ ଥାନାରେ ପରିବାର ଲୋକେ ପହଞ୍ଚି ଅଭିଯୋଗ କରିଛନ୍ତି। ପୋଲିସ ସୋମନାଥଙ୍କ ମୃତଦେହ ଏବଂ ଦୁର୍ଘଟଣା ହୋଇଥିବା ବାଇକ୍ ଜବତ କରି ଅଧୂକ ତଦନ୍ତ ଅବ୍ୟାହତ ରଖିଥିବା ଜଣାପଡିଛି  ।

News Comment

You Might Also Like

BACK TO TOP