Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଜମିରେ ଚାଷ କରୁଥିଲା ବେଳେ ଟ୍ରାକ୍ଟର ଓଲଟି ଯୁବକ ମୃତ |

13-Jul-2026

ବାଢ଼ରେ ଚାଷ କରୁଥିବା ବେଳେ ଟ୍ରାକ୍ଟର ଓଲଟି ୧୯ ବର୍ଷୀୟ ଯୁବକଙ୍କ ମୃତ୍ୟୁ

ଓଡିଶା ଜନମତ ରାୟଗଡା,୧୩/୭,

କାମେଶ୍ୱର କରକରିଆ : -----

ଚାଷ କାମ କରୁଥିବା ବେଳେ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ୧୯ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଥିବା ଏକ ଦୁଃଖଦ ଘଟଣା ରାୟଗଡ଼ା କଳାହାଣ୍ଡି ସୀମାନ୍ତ ଅଞ୍ଚଳରେ ଘଟିଛି।ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସିଲେଟ ପଞ୍ଚାୟତର ବିପିନ ନାଏକଙ୍କ ଟ୍ରାକ୍ଟର ( OD-18H-0671) ଆଜି ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତର କଳାକୁପା ଗାଁର ବନ ବିଭରଙ୍କ ଜମିରେ ଚାଷ କାମ କରିବାକୁ ଯାଇଥିଲା। ଦିନ ପ୍ରାୟ ୧୨ଟା ସମୟରେ ବାଢ଼ରେ ଚାଷ କରୁଥିବା ବେଳେ ହଠାତ୍ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏଥିରେ ଟ୍ରାକ୍ଟର ଚାଳକ ସୁଶାନ୍ତ ଗୌଡ଼ (୧୯) ଗୁରୁତର ଭାବେ ଚାପି ହୋଇ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ।ଘଟଣା ପରେ ସ୍ଥାନୀୟ ଲୋକମାନେ ସୁଶାନ୍ତଙ୍କୁ ଉଦ୍ଧାର କରି ଜୀବିତ ଥିବେ ବୋଲି ଆଶା କରି କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ କାର୍ଯ୍ୟରତ ଡାକ୍ତର ପରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିଥିଲେ।ଖବର ପାଇବା ପରେ ସ୍ଥାନୀୟ ପୋଲିସ ବିଜେପୁର ଥାନାକୁ ସୂଚନା ଦେଇଥିଲା। ବିଜେପୁର ପୋଲିସ ଘଟଣାସ୍ଥଳ ଓ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଶବକୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଶବକୁ ବ୍ୟବଛେଦ ପାଇଁ ପଠାଯାଇଥିବା ବେଳେ ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।
ଏହି ଦୁର୍ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

News Comment

You Might Also Like

BACK TO TOP