Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ପୋଲସରା ଶିଶୁ ବିଦ୍ୟା ମନ୍ଦିର ରେ 77ତମ ବନ ଉତ୍ସବ ପାଳନ |

13-Jul-2026

ଏସଏସଭିଏମରେ  ୭୭ ତମ ବନ ଉତ୍ସବ ପାଳନ ଏବଂ ବୃକ୍ଷରୋପଣ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
  ତା.୧୩/୭/୨୦୨୬: ------

ପୋଲସରା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ୭୭ ତମ ବନମହୋତ୍ସବ ପାଳନ ଅବସରରେ ଅନୁଷ୍ଠାନର ସ୍କାଉଟ ଏବଂ ଗାଇଡସମାନଙ୍କ ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଯାଇଛି। ସ୍କାଉଟ ମାଷ୍ଟର ନିଲକଣ୍ଠ ମହାରଣା ଏବଂ ଗାଇଡସ ଶିକ୍ଷୟତ୍ରୀ  ଉର୍ମିଳା ମାଝୀ ଉଭୟଙ୍କ ନେତୃତ୍ୱରେ   ପରିସର ମଧ୍ୟରେ ବିଭିନ୍ନ ପ୍ରକାରର ବୃକ୍ଷଚାରା ରୋପଣ କରାଯାଇଥିଲା। ଏଥିରେ ଅତିଥିଭାବେ ଖଲ୍ଲିକୋଟ ସଂକୁଳ ସୁରୀୟ ପ୍ରମୁଖ ବିଭୁତି ଭୂଷଣ ପାତ୍ର, ଅନୁଷ୍ଠାନର ସମ୍ପାଦକ ଦୁର୍ଗାପ୍ରସାଦ ମହାପାତ୍ର, କୋଷାଧ୍ୟକ୍ଷ ସୁକାନ୍ତି ସାହୁ ଏବଂ କୋଷାଧ୍ୟକ୍ଷ ଅମୁଲ୍ୟ କୁମାର ସାହୁ ପ୍ରମୁଖ ଯୋଗଦେଇ ବନ ମହୋତ୍ସବର ଆବଶ୍ୟକତା ଏବଂ ମହତ୍ତ୍ୱ ଉପରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ। ଏହି ସମୟରେ ଅନ୍ୟ ସମସ୍ତ ଗୁରୁମା, ଗୁରୁଜୀ ଓ କର୍ମଚାରୀଗଣ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP