Breaking News

ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||     

ପାତଲମ୍ବା ଗାଁରେ ହାତୀର ପ୍ରକୋପ ଯୋଗୁଁ ଅସ୍ତ ବ୍ୟସ୍ତ ଜନ ଜୀବନ ||

14-Jul-2026

ପାତଲମ୍ବା ଗାଁରେ ହାତୀର ତାଣ୍ଡବ, ଆତଙ୍କରେ ଗ୍ରାମବାସୀ

 ଓଡିଶା ଜନ ମତ,କଲ୍ୟାଣସିଂହପୁର, ୧୩/୭,

 କାମେଶ୍ୱର କର କରିଆ :-----

 ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି । ହାତୀଟି ଗାଁ ନିକଟରେ ବୁଲୁଥିବା ଖବର ପ୍ରଚାର ହେବା ପରେ ସମଗ୍ର ଅଞ୍ଚଳରେ ଭୟର ପରିବେଶ ସୃଷ୍ଟି ହୋଇଥିଲା। ସୂଚନା ଅନୁସାରେ, ଅଞ୍ଚଳରେ ଏକ ହାତୀପଲ ବିଚରଣ କରୁଥିବା ବେଳେ ସେଥିରୁ ଗୋଟିଏ ହାତୀ ଅଲଗା ହୋଇ ପାତଲମ୍ବା ଗାଁ ଆଡ଼କୁ ଚାଲି ଆସିଥିଲା। ହଠାତ୍ ହାତୀକୁ ଗାଁ ଭିତରେ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡ଼ିଥିଲେ। କେହି ନିଜ ଘରର ଛାତ ଉପରକୁ ଚଢ଼ି ଯାଇଥିବା ବେଳେ, ଆଉ କେହି ଘରର ତାଟି ଓ କବାଟ ବନ୍ଦ କରି ନିଜ ପରିବାର ସହ ସୁରକ୍ଷିତ ରହିବାକୁ ଚେଷ୍ଟା କରିଥିଲେ। ଖବର ପାଇ ବନ ବିଭାଗର ଫରେଷ୍ଟର ଭଗବାନ ସାରାକା ଓ ତାଙ୍କ ସହକର୍ମୀମାନେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ଆକଳନ କରିଥିଲେ। ବନ କର୍ମଚାରୀମାନଙ୍କ ପ୍ରୟାସରେ ହାତୀଟିକୁ ଜନବସତିରୁ ଦୂରେଇ ଜଙ୍ଗଲ ମୁହାଁ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ପାତଲମ୍ବା ସମେତ ଆଖପାଖ ଗାଁରେ ହାତୀ ଆତଙ୍କ ଜାରି ରହିଛି। ବନ ବିଭାଗ ପକ୍ଷରୁ ଲୋକଙ୍କୁ ସତର୍କ ରହିବା, ରାତିରେ ଏକାକୀ ବାହାରକୁ ନଯିବା ଏବଂ ହାତୀ ଦେଖିଲେ ତୁରନ୍ତ ବନ ବିଭାଗକୁ ସୂଚନା ଦେବା ପାଇଁ ପରାମର୍ଶ ଦିଆଯାଇଛି।

News Comment

You Might Also Like

BACK TO TOP