Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ପୋଲସରା ସ୍ଥିତ ସରକାରୀ ଶିକ୍ଷକ ଶିକ୍ଷାନୁଷ୍ଠାନ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ |

14-Jul-2026

ଏକଦିବସୀୟ କ୍ରିୟାତ୍ମକ ଅନୁସନ୍ଧାନ ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା --୧୪/୭/୨୦୨୬:- -----

ପୋଲସରା ସ୍ଥିତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନ ଠାରେ ୧୩ ତାରିଖ ସୋମବାର ଦିନ ଏକଦିବସୀୟ କ୍ରିୟାତ୍ମକ ଅନୁସନ୍ଧାନ  କାର୍ଯ୍ୟକ୍ରମ ସହିତ ପରିବେଶ ସୁରକ୍ଷା ନିମନ୍ତେ ୭୭ ତମ ବନ ମହୋତ୍ସବ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ  କାର୍ଯ୍ୟକ୍ରମରେ ଡ଼ା. ବାବୁରାମ ପାଣି (ସହକାରୀ ଅଧ୍ୟାପକ, ବିଇଡି କଲେଜ ଭଞ୍ଜନଗର) ମୁଖ୍ୟ ଅତିଥି ଏବଂ ଅବସରପ୍ରାପ୍ତ ଶିକ୍ଷକ ଦେବେନ୍ଦ୍ରନାଥ ସାହୁ ଓ ସୁରେନ୍ଦ୍ରନାଥ ପାଢ଼ୀ ଏବଂ  ଅନୁଷ୍ଠାନର ଶିକ୍ଷକ ସୁକୁଲେଇ ଟୁଡୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ପ୍ରାରମ୍ଭରେ ଅନୁଷ୍ଠାନ ପକ୍ଷରୁ ସ୍ବାଗତ ମଞ୍ଚାସିନ ଅତିଥିବୃନ୍ଦଙ୍କ  ଦ୍ୱାରା ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରାଯିବା ପରେ ସେମାନଙ୍କୁ ପାରମ୍ପରିକ ସମ୍ବର୍ଦ୍ଧନା ଜଣାଯାଇଥିଲା। ପରେ ମୁଖ୍ୟ ବିଷୟ  କ୍ରିୟାତ୍ମକ ଅନୁସନ୍ଧାନ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଅନୁଷ୍ଠାନର ବରିଷ୍ଠ ସହାୟକ ଉମାକାନ୍ତ ଆଚାର୍ଯ୍ୟଙ୍କ ସମେତ ଡି. ସନ୍ତୋଷ କୁମାର ରାଓ, ବିନତାରାଣୀ ଜେନା ଓ ନର୍ମଦା କୁମାରୀ ସାହୁ ପ୍ରମୁଖ କର୍ମଚାରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ଶେଷରେ ଅଧ୍ୟକ୍ଷା ମହୋଦୟା ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ୍ ଅର୍ପଣ କରିଥିବାବେଳେ ପ୍ରଶିକ୍ଷଣ ନେଉଥିବାରୁ ଗୁରୁ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP