Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଖଲ୍ଲିକୋଟ ଆଭାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବନ ମହୋତ୍ସବ ପାଳିତ |

15-Jul-2026

ଖଲ୍ଲିକୋଟ : ଆଭାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ବନ ମହୋତ୍ସବ ପାଳିତ, 

ଓଡିଶା ଜନ ମତ ବ୍ୟୁରୋ, 

ସ୍ଥାନୀୟ ଆଭାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ `ବନ ମହୋତ୍ସବ` ଆନୁଷ୍ଠାନିକ ରୀତିରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ତଥା ଗଂଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ସେଠୀ, ସ୍ୱତନ୍ତ୍ର ଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ସତ୍ୟନାରାୟଣ ଦାସ, ବି. ଆର୍. ସି. ସି. ସୁଶ୍ରୀ ସୁଷମା ଶବର, ୧ ନଂ ୱାର୍ଡ଼ ସଭ୍ୟ ତଥା ପ୍ରାକ୍ତନ ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ପଟ୍ଟନାୟକ, ଆଭାସ କ୍ଲଷ୍ଟର ସି.ଆର.ସି.ସି. କୃଷ୍ଣଚନ୍ଦ୍ର ପରିଡ଼ା ପ୍ରମୁଖ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ବୃକ୍ଷ ରୋପଣର ଆବଶ୍ୟକତା, ପରିବେଶ ସୁରକ୍ଷାରେ ବୃକ୍ଷର ଭୂମିକା, ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ବୃକ୍ଷ ରୋପଣର ବିଶେଷ ପ୍ରୟୋଜନତା ଆଦି ବହୁବିଧ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମିତାରାଣୀ ପଟ୍ଟନାୟକ ଅତିଥିମାନଙ୍କୁ ସ୍ବାଗତ ଅଭିନନ୍ଦନ ଜଣାଇବା ସହିତ ବନ ମହୋତ୍ସବ ପାଳନ ଫଳରେ ଛାତ୍ରଛାତ୍ରୀ, ଅଭିଭାବକ ଅଭିଭାବିକା, ଶିକ୍ଷକ ଶିକ୍ଷୟିତ୍ରୀ କିଭଳି ଉପକୃତ ହେବା ସହିତ ପରିବେଶ ସୁରକ୍ଷା ଦିଗରେ ଯତ୍ନବାନ ହୋଇପାରିବେ, ସେ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଉପସ୍ଥିତ ଅତିଥିମାନେ ବିଦ୍ୟାଳୟକୁ ସ୍ୱଚ୍ଛ ସୁନ୍ଦର ସବୁଜ କରିବା ପାଇଁ ବିଦ୍ୟାଳୟ ପରିସରରେ ଅଁଳା, ବେଲ, ସୀତାଫଳ, ଅର୍ଜୁନ ଆଦି ବୃକ୍ଷ ରୋପଣ କରିଥିଲେ । ବୃକ୍ଷ ସୁରକ୍ଷା ପାଇଁ ସାମୂହିକ ଶପଥଗ୍ରହଣ କରିଥିଲେ । କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷକ ଜୟକୃଷ୍ଣ ବାଲା ସଂଯୋଜନା କରିଥିଲାବେଳେ ସହକାରୀ ଶିକ୍ଷୟିତ୍ରୀ ସୁଲୋଚନା ପଣ୍ଡା, ମଧୁସ୍ମିତା ରଥ, ଇତିଶ୍ରୀ ରାଉତବର୍ମା, ମୀନାରାଣୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଆୟୋଜିତ ଉତ୍ସବରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବହୁ ଗୁରୁ ଛାତ୍ରଛାତ୍ରୀ, ସି.ଆର.ସି. ସି. ଶୁଭେନ୍ଦୁ ରାଉତ, ନିରଞ୍ଜନ ସେଠୀ, ପ୍ରଶାନ୍ତ କୁମାର ସେଠୀ, ନିରଞ୍ଜନ ଗୁରୁ, ପ୍ରକାଶ ଚନ୍ଦ୍ର ସେଠୀ, ଅନାଥ ବେହେରା, ଡକ୍ଟର ଦ୍ୱାରିକାନାଥ ମହାରଣାଙ୍କ ସମେତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀ ବନ ମହୋତ୍ସବ ପାଳନରେ ସହଯୋଗ କରିଥିଲେ ।
ରିପୋର୍ଟ:-
ଡକ୍ଟର ଦ୍ୱାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP