Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ବାଇକ ଦୁର୍ଘଟଣା ରେ ଜଣେ ମୃତ,, ଜଣେ ଆହାତ,

15-Jul-2026

ମାଆ ବୁଢ଼ାକେନ୍ଦୁ ମନ୍ଦିର ଆଗରେ ମୋଟରସାଇକେଲ ଦୁର୍ଘଟଣାରେ ଯୁବକ ମୃତ ଜଣେ ଜଣେ ଆହତ |

  ଓଡିଶା  ଜନ ମତ  ବ୍ୟୁରୋ , 

ମନୁଷ୍ୟ କେତେ ବେଳେ ,କଣ ଘଟିବ ଜାଣି ନଥାଏ | କିନ୍ତୁ କାଳ ତାର ଫାସ  ଧରି ଜଗିଥାଏ ବ୍ୟକ୍ତିଟିର ଜୀବନ ନେବାକୁ | କେତେ ଖୁସିରେ ମଣିଷ ଟି ତାର ସାଙ୍ଗ ସାଥୀ କୁ ଧରି କିଛି ସ୍ଥାନକୁ ଯାଇ ଘରକୁ ଫେରିବାକୁ ଇଚ୍ଛା ରଖି ଆସୁଥିଲେ ମଧ୍ୟ ଘରେ ପହଞ୍ଚି ପାରେନି  | ଫେରେ ତାର ଶବ | ଏପରି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି   ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ମାଆ ବୁଢ଼ାକେନ୍ଦୁ ମନ୍ଦିର ଏବଂ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଝି ରାସ୍ତାରେ ଏକ ଗଛକୁ ପିଟି ହୋଇ ଜଣେ ଯୁବକ ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ଖବରରୁ ଜଣା ପଡ଼ିଛି ମୃତକ ଜଣଙ୍କ ହେଲେ ଗାଙ୍ଗପୁର ଥାନା ଅନ୍ତର୍ଗତ ଶାସନ ଗ୍ରାମର ଶିବରାମ ବିଷୋୟୀଙ୍କ ଏକ ମାତ୍ର ପୁଅ ସାଗର ବିଷୋୟୀ(୨୨)। ସାଗର ଶିବରାମଙ୍କ ତିନି ଝିଅ ମଧ୍ୟରେ ଏକମାତ୍ର ପୁଅ ଥିଲେ। ସାଗର ସୁରଟରେ ରହି ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବେଳେ ଗତ ଦଶ ବାରଦିନ ତଳେ ସେ ଗ୍ରାମକୁ ଆସିଥିଲା। ଆଜି ସାଗର ତାର ସାଙ୍ଗ ଅରୁଣ ବିଷୋୟୀ ସହ କୌଣସି କାମରେ କୁଲାଙ୍ଗୀ ଯାଇ ମୋଟରସାଇକେଲରେ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଲାଗିଥିବା ଏକ ଗଛକୁ ଧକ୍କା ଦେଇଥିଲେ। ଫଳରେ ଉଭୟ ତଳେ ପଡିଯାଇ ଆହତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇ ଏକ ୧୦୮ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ସାଢେ଼ ତିନିଟା ବେଳକୁ ସାଗର ମୃତ୍ୟୁ ବରଣ କରିଥିବା ବେଳେ ଅରୁଣର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଜଣା ପଡ଼ିଛି। ସାଗରର ଶବକୁ ଗାଙ୍ଗପୁର ପୋଲିସ୍ ଜବତ କରି ଶବ ବ୍ୟବଛେଦ ପାଇଁ  ପଠାଇଛି ||ଥିବା ବେଳେ ଆସନ୍ତା କାଲି ତାର ଶବ ବ୍ୟବଚ୍ଛେଦ କରାଯାଇ ତାର ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଗାଙ୍ଗପୁର ଥାନା ଅଧିକାରୀ ବନ ବିହାରୀ ପ୍ରଧାନ ସୂଚନା ଦେଇଛନ୍ତି। ନିଜର ଏକ ମାତ୍ର ରୋଜଗାରିଆ ପୁଅକୁ ହରାଇ ସାଗରର ବାପା ମାଆ ସମ୍ପୂର୍ଣ ଭାଙ୍ଗି ପଡିଥିବା ବେଳେ ଭଉଣୀ ମାନେ ନିଜ ଭାଇକୁ ବାହୁନି କାନ୍ଦୁଛନ୍ତି। ସାଗରର ମୃତ୍ୟୁରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।  ତେଣୁ ଶାସ୍ତ୍ର ରେ ଲେଖାଅଛି" ଦଇବ ଦଉଡି ମଣିଷ ଗାଈଯେଣିକ ଟାଣିଲ ତେଣିକ ଯା ` 

News Comment

You Might Also Like

BACK TO TOP