Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ହାଇୱା ଧକ୍କାରେ ମୋଟର ସାଇକେଲ ରେ ଯାଉଥିବା ତିନି ଜଣଙ୍କ ମଧ୍ୟରୁ 2ମୃତ, ଜଣେ ଗୁରୁତର |

16-Jul-2026

  ହାଇୱା ଧକ୍କାରେ ବାଇକ ଚାଳକ 2ମୃତ ଜଣେ ଗୁରୁତର 

 ଓଡିଶା ଜନ ମତ ବ୍ୟୁରୋ, 

 ମନୁଷ୍ୟ ଯେତେ ସତର୍କତା ସହିତ ଗାଡି ମୋଟର  ବାଇକ ଚାଳ ଙ୍ bb ଥିଲେ ମଧ୍ୟ ଅମାନିଆ ଟ୍ରକ, ହାଇୱା ଚାଳକ ଙ୍କ ଯୋଗୁଁ  ନିରୀହ ବାଇକ ଚାଳକ ଙ୍କ  ଦୁର୍ଘଟଣା ରେ  ମୃତ ହେଉଛନ୍ତି | ହାଇୱା  ଧକ୍କା ରେ ଦୁଇ  ଜଣେ ମୃତ ହୋଇଥିଲା  ବେଳେ ଜଣକୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଧରଣୀଧର ମେଡ଼ିକାଲ୍ କଲେଜ ସ୍ଥାନାନ୍ତର କରାଯାଇଛି। କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଅନ୍ତର୍ଗତ ବଡ଼କାଳିମାଟି ଛକରେ ବାଇକ୍ ରୋହୀଙ୍କ ଉପରେ ହାଇୱା ଚଢ଼ିଯିବାରୁ ଏହି ଦୁର୍ଘଟଣା ଘଟିଥିବା ନେଇ ସୂଚନା। ଦୁର୍ଘଟଣା ପରେ ଉତ୍ୟକ୍ତ ଲୋକମାନେ କ୍ଷତିପୂରଣ ଦାବିରେ ପଳାସପଙ୍ଗା ବାମେବାରୀ ରାସ୍ତାର ବଡ଼ବାଳିମାଟି ଛକରେ ରାସ୍ତାରୋକ କରିଥିଲେ। ଗୋଟିଏ ବାଇକ୍ ରେ ୩ଜଣ ଆସୁଥିବା ବେଳେ, ରାସ୍ତାକଡ଼ରେ ମାଟି ଖୋଳି ପାଇପ୍ ବିଛାଉଥିବା କମ୍ପାନୀର ଖାମଖିଆଲି ନୀତି ଯୋଗୁ ରାସ୍ତାକଡରେ ଗଦା ହୋଇଥିବା ମାଟିରେ ବାଇକ୍ ଖସିଯିବାରୁ ସେମାନେ ରାସ୍ତା ଉପରେ ପଡ଼ିଯାଇଥିଲେ । ଏହି ସମୟରେ ପଛରୁ ଆସୁଥିବା ଏକ ହାଇୱା ସେମାନଙ୍କ ଉପର ଚଢ଼ିଯାଇଥିଲା । ଫଳରେ, କାଳିମାଟି ଗାଁର ରାମକୃଷ୍ଣ ପୂର୍ତ୍ତି ଏବଂ ଦବୁନା ଗାଁର ରଥ ଆଙ୍ଗରାଇ ଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା । ଏଥିସହିତ, ଦବୁନା ଗାଁର ଚନ୍ଦନ ବାରିକଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଧରଣୀଧର ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଥିବା ବେଳେ କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକମାନେ ବଡ଼କାଳିମାଟି ଛକରେ ରାସ୍ତାରୋକ କରିଥିବା ବେଳେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା ପ୍ରତିଶ୍ରୁତି ପାଇବା ପରେ ଲୋକେ ଧାରଣାରୁ ଓହରିବାରୁ ଉକ୍ତ ରାସ୍ତାରେ ଯାତାୟତ ସ୍ଵାଭାବିକ ହୋଇଥିଲା।

News Comment

You Might Also Like

BACK TO TOP