Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ବାଲିଗୁଡା ରେ ରଥଯାତ୍ରା ସମାପନ, ସୁଭଦ୍ରା ରଥକୁ ଟାଣିଲେ ମହିଳା ମାନେ |

16-Jul-2026

ବିପୁଳ ଉତ୍ସାହ ଓ ଉଦ୍ଦୀପନା ସହ ବାଲିଗୁଡାରେ ରଥଯାତ୍ରା ଅନୁଷ୍ଠିତ : ସୁଭଦ୍ରା ରଥ କୁ ଟାଣିଲେ ମହିଳା ଶ୍ରଦ୍ଧାଳୁ

ଓଡିଶା ଜନମତ, ବାଲିଗୁଡା, ତା, ୧୬/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ:--------

 ବିପୁଳ ଉତ୍ସାହ ଓ ଉଦ୍ଦୀପନା ସହ ଝିପି ଝିପି ବର୍ଷା ରେ ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି l ପ୍ରଥମେ ମନ୍ଦିର ର ଦ୍ୱାର ଫିଟା ପରେ ରୀତିନୀତି ଅନୁସାରେ ପୂଜାର୍ଚନା କରାଯିବା ପରେ ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ସହ  ଅପରାହ୍ନରେ ରଥ ନିକଟକୁ ଆଜ୍ଞାମାଳ ବିଜେ ହୋଇଥିଲା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରିବା ପରେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ଅପରପକ୍ଷରେ ତିନି ରଥରେ ଶ୍ରୀବିଗ୍ରହଙ୍କ ରୁନ୍ଧା ଏବଂ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସ ଛେରାପହଁରା କରିବା ପରେ ରଥଟଣା ଆରମ୍ଭ ହୋଇଥିଲା l ମହାପ୍ରଭୁଙ୍କ ଏହି ଦିବ୍ୟ ରୂପକୁ ଦେଖିବା ପାଇଁ ଶ୍ରୀ ଜଗନ୍ନାଥ ମନ୍ଦିର ଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଭକ୍ତ ଙ୍କ ଜନସମୁଦ୍ର ହୋଇଥିଲା । ଜୟ ଜଗନ୍ନାଥ, ହରିବୋଲ , ଜୟ ମା ସୁଭଦ୍ରା ଘଣ୍ଟ, ଘଣ୍ଟା, ମୃଦଙ୍ଗ ତାଳରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହୋଇଥିଲା। ବର୍ଷାକୁ ଖାତିର ନକରି ମହାପ୍ରଭୁଙ୍କ ଏହି ଯାତ୍ରା ଦେଖିବାକୁ ଶହ ଶହ ଭକ୍ତ ଙ୍କ ସମାଗମ କୁ ଦୃଷ୍ଟି ରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ତିନୋଟି ରଥ ଗୁଣ୍ଡିଚା ମନ୍ଦିର ଆଭିମୁଖ୍ୟ ଯାତ୍ରା କରି ସନ୍ଧ୍ୟା ସୁଦ୍ଧା ମାଉସୀ ମା` ମନ୍ଦିର ନିକଟରେ ପହଞ୍ଚିଥିଲା l ଏହି ଅନନ୍ୟ ପରମ୍ପରା ସମତା, ବିନମ୍ରତା ଓ ସେବାଭାବର ଚିରନ୍ତନ ବାର୍ତ୍ତା ଦେଇଥାଏ। ଭକ୍ତି ଓ ଉଲ୍ଲାସରେ ପରିପୂର୍ଣ୍ଣ ଏହି ଦିବ୍ୟ ମୁହୂର୍ତ୍ତ ବୋଲି ବିବେଚନା କରାଯାଏ l ଏଥିରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା ଟ୍ରଷ୍ଟ ର ସମସ୍ତ ସଦସ୍ୟ, ଯୁବକ ସଂଘ ମହିଳା ସଂଘ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP