Breaking News

ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||     

ପୋଲସରା ପିଏମ ଶ୍ରୀ ଉଛ ବିଦ୍ୟାଳୟ ରେ ପରିଚାଳନା କମିଟି ଗଠିତ |

17-Jul-2026

ପିଏମଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ପରିଚାଳନା କମିଟି ଗଠିତ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ୧୭/୦୭/୨୦୨୬: - -----

ପୋଲସରା ପୌର ପରିଷଦ ସ୍ଥିତ ପିଏମଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଗତ ୧୫ ତାରିଖ ବୁଧବାର ଦିନ ଏକ ନୂତନ ପରିଚାଳନା କମିଟି ଗଠନ କରାଯାଇଛି। ଏଥିରେ ମୁଖ୍ୟ  ଅତିଥିଭାବେ ପୌର  ପରିଷଦ ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା ଏବଂ ସମ୍ମାନିତ ଅତିଥିଭାବେ ବିଦାୟୀ ପରିଚାଳନା କମିଟି ସଭାପତି ରତ୍ନାକର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ କେ. ମମତା କୁମାରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଉପସ୍ଥିତ ଅଭିଭାବକ ମଣ୍ଡଳୀଙ୍କ ସର୍ବସମ୍ମତି କ୍ରମେ ୨୦୨୬-୨୦୨୮ ଶିକ୍ଷାବର୍ଷ ୩ ବର୍ଷ ସକାଶେ ୨୪  ଜଣିଆ ବିଶିଷ୍ଟ ଏକ ପରିଚାଳନା କମିଟି ଗଠନ କରାଯାଇଥିଲା। ସଭାପତି ରୂପେ ରବୀନ୍ଦ୍ର କୁମାର ସାହୁ (ଟିକିନା)ଙ୍କୁ ଚୟନ କରାଯାଇଥିବା ବେଳେ ଖୋଜନି ବିଷୋୟୀଙ୍କୁ  ଉପସଭାପତି ରୂପେ ମନୋନୀତ କରାଯାଇଛି। ବାକି ଅନୁଷ୍ଠାନର ପ୍ରଧାନ ଶିକ୍ଷୟତ୍ରୀ, ଜଣେ କାଉନସିଲର, ଜଣେ ଅଙ୍ଗନୱାଡି କର୍ମୀ, ଜଣେ ଆଶାକର୍ମୀ  ଓ ଶିକ୍ଷକ ଦିବ୍ୟତ୍ତମ ପ୍ରଧାନ, ଆଲୁମିନି ଶିକ୍ଷାବିତ୍ ସୁରେନ୍ଦ୍ରନାଥ ପାଢ଼ୀଙ୍କ ସମେତ ଅନ୍ୟ ୧୬ ଜଣ ଅଭିଭାବକମାନଙ୍କୁ ନେଇ ଏହି ଗୁରୁତ୍ୱପୂର୍ଣ୍ଣ କମିଟି ଗଠନ କରାଯାଇଛି। ନୂତନ ଭାବେ ଗଠିତ ହୋଇଥିବା କମିଟି ଆଗାମୀ ଦିନରେ ବିଦ୍ୟାଳୟର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଗୁଡ଼ିକର ତଦାରଖ କରିବାସହ ବିଦ୍ୟାଳୟକୁ ଶିକ୍ଷା କ୍ଷେତ୍ରରେ ଉନ୍ନତିର ଶିଖରରେ ଆଗେଇ ନେବାକୁ ପ୍ରଚେଷ୍ଟା କରିବେ ବୋଲି କହିଥିଲେ। ଶେଷରେ ପ୍ରଧାନ ଶିକ୍ଷୟିତ୍ରୀ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP