Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଅବିଶ୍ୱାସ ହେଲେବି ଘଟଣାଟି ସତ୍ୟ |

17-Jul-2026

 ବେଲଗୁଣ୍ଠା ବ୍ଳକ୍ ର ଦୁଇ ଶିକ୍ଷକଙ୍କ ଅକାଳ ବିୟୋଗରେ ଶିକ୍ଷା ବିଭାଗ  ରେ ଶୋକର ଛାୟା, 

    ଓଡିଶା ଜନ ମତ ବ୍ୟୁରୋ, 

  ଯାହାଶୁଣିଲେ ମଧ୍ୟ କେହିବି ବିଶ୍ୱାସ କରି ପାରିବେନି, ତଥାପି କଥାଟି ସତ୍ୟ | ଯେଉଁ ଘଟଣା ସ୍ଥାନୀୟ  ଅଞ୍ଚଳରେ ଏବଂ ବ୍ଳକ ଶିକ୍ଷା ବିଭାଗରେ  ଏକ ହୃଦୟ ବିଦାରକ ଦୃଶ୍ୟ ଘଟିଛି  ତାହା ହେଉଛି ବେଲଗୁଣ୍ଠା ବ୍ଳକ୍ ରେ ଦୁଇଦିନ ମଧ୍ୟରେ କାର୍ଯ୍ୟରତ ଦୁଇ ଜଣ ଶିକ୍ଷକଙ୍କ ଆକସ୍ମିକ ବିୟୋଗ ବେଲଗୁଣ୍ଠା ଶିକ୍ଷା ବିଭାଗକୁ ସ୍ତବ୍ଧ କରିଦେଇଛି। ପରଲୋକ ଗମନ କରିଥିବା ଦୁଇ ଶିକ୍ଷକ ହେଲେ ନେଟେଙ୍ଗା ଦୀନବନ୍ଧୁ ବିଦ୍ୟାପୀଠର ଶିକ୍ଷକ ବିଶ୍ୱଜିତ୍ ନାୟକ(୪୧) ଏବଂ ଘୂ ନୂଆଗାଁ ଡକ୍ଟର ସଦାନନ୍ଦ ତ୍ରିପାଠୀ ବିଦ୍ୟାପୀଠର ଶିକ୍ଷକ ଶରତ ରାଉତ (୫୬)। ସୂଚନା ପ୍ରକାରେ ନେଟେଙ୍ଗା ଦୀନବନ୍ଧୁ ବିଦ୍ୟାପୀଠର ଶିକ୍ଷକ ବିଶ୍ୱଜିତ୍ ନାୟକ କିଛି ଦିନ ହେବ କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଥିଲେ। ଗତ ବୁଧବାର ଅପରାହ୍ଣ ଦୁଇ ଘଣ୍ଟା ପଞ୍ଚାବନ ମିନିଟ୍ ସମୟରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଥିଲେ। ସ୍ବର୍ଗତ ନାୟକ ୨୦୦୮ ବ୍ୟାଚ୍ ର ଜଣେ ପିସିଏମ୍ ଶିକ୍ଷକ ହୋଇଥିବା ବେଳେ ସେ ବ୍ରହ୍ମପୁର ଏଏନ୍ଓ ବିଏନ୍ ଏନସିସିର ପ୍ରଥମ ଅଧିକାରୀ ରୂପେ ନିଯୁକ୍ତି ପାଇଥିଲେ। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ପରିବାର ସଦସ୍ୟ ଉପସ୍ଥିତ ଥିଲେ। ପୁରୀ ସ୍ୱର୍ଗଦ୍ୱାରରେ ସ୍ବର୍ଗତ ନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ସ୍ବର୍ଗତ ନାୟକଙ୍କ ଦୁଇଟି ଛୋଟ ଛୋଟ ପୁଅ ଥିବା ସୂଚନା ମିଳିଛି। ସେହିପରି ବ୍ଳକ୍ ର ଘୂ ନୂଆଗାଁ ସ୍ଥିତ ଡକ୍ଟର  ସଦାନନ୍ଦ ତ୍ରିପାଠୀ ବିଦ୍ୟାପୀଠର କଳାକ୍ରୀଡ଼ା ଶିକ୍ଷକ ଶରତ କୁମାର ରାଉତ କିଛି ଦିନ ହେବ ବୃକକ୍ ଜନିତ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଥିଲା। ନିଜ ଗ୍ରାମ ଘୁ ନୂଆଁ ଗାଁରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ବଡ଼ ପୁଅ ରାଜେଶ୍ ମୁଖାଗ୍ନି ଦେଇଥିଲେ। ଉଭୟ ଶିକ୍ଷକ ଜଣେ ଜଣେ ଛାତ୍ର ବତ୍ସଳ ଶିକ୍ଷକ ଥିଲେ। ଉଭୟଙ୍କ ବିୟୋଗରେ ସେମାନଙ୍କ ବିଦ୍ୟାଳୟରେ ଶୋକର ଛାୟା ଖେଳି ଯାଇଥିବା ବେଳେ ଅମର ଆତ୍ମାର ସଦଗତି ପାଇଁ ଛାତ୍ରଛାତ୍ରୀ ନୀରବ ପ୍ରାର୍ଥନା କରିଥିଲେ। ଉଭୟଙ୍କ ବିୟୋଗରେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋପାମୁଦ୍ରା ରଥ,ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ପଟ୍ଟନାୟକ,ପ୍ରଧାନ ଶିକ୍ଷୟିତ୍ରୀ ଡୋକି ସରୋଜିନୀ,ସ୍ନେହଲତା ବିଷୋୟୀ,ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସେଠୀଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

News Comment

You Might Also Like

BACK TO TOP