Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବୁଗୁଡ଼ା ପଞ୍ଚାୟତ ସମିତିର ନବମ ସାଧାରଣ ବୈଠକ ଅନୁଷ୍ଠିତ ||

17-Jul-2026

ବୁଗୁଡ଼ା ପଞ୍ଚାୟତ ସମିତିର ନବମ ସାଧାରଣ ବୈଠକ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା ---୧୭/୦୭/୨୬ :------

ବୁଗୁଡ଼ା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ୧୭/୭/୨୬ ତାରିଖ ଦିନ ନବମ ସାଧାରଣ ବୈଠକ ବ୍ଳକ ଅଧ୍ୟକ୍ଷା କେ ପ୍ରିୟଦର୍ଶିନୀ ଆଚାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।  ପୋଲସରା ବିଧାୟକ ତଥା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଅତିଥି ଭାବେ ଯୋଗଦେଇ ଅଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଓ ଯୋଜନାର ସମୀକ୍ଷା କରିଥିଲେ। ବୁଗୁଡା ବ୍ଲକର ସମସ୍ତ ପଞ୍ଚାୟତର  ବିକାଶ, ଗ୍ରାମୀଣ ଭିତ୍ତିଭୂମିର ସୁଦୃଢ଼ୀକରଣ ଓ ସରକାରୀ ଯୋଜନା ଗୁଡ଼ିକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ମନ୍ତ୍ରୀ ଶ୍ରୀ ମଳିକ କହିଥିଲେ । ଏହି ଅବସରରେ ସ୍ଥାନୀୟ ଜନପ୍ରତିନିଧି, ବ୍ଲକ ପ୍ରଶାସନ ଓ ବିଭିନ୍ନ ବିଭାଗର ସରକାରୀ ଅଧିକାରୀମାନଙ୍କ ସହ ବିସ୍ତୃତ ଆଲୋଚନା କରି କାର୍ଯ୍ୟଗୁଡ଼ିକୁ ଅଧିକ ତ୍ୱରାନ୍ୱିତ କରିବା ସହ ତୁରନ୍ତ କାର୍ଯ୍ୟ ଗୁଡ଼ିକୁ ସମାପ୍ତି କରିବା ପାଇଁ ବିଭଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବୁଗୁଡା ବ୍ଲକ ଅଧୀନ ଅଧିକାଂଶ ପଞ୍ଚାୟତରେ ପିଇବା ପାଣିର ଅସୁବିଧା ଲାଗିରହିଥିବା ବେଳେ ଦୀର୍ଘବର୍ଷ ବିତିଯାଇଥିଲେ ମଧ୍ଯ ବିଭାଗୀୟ ଅଧିକାରୀଙ୍କ ଅପାରଗତା ଓ ଦ୍ଵାୟିତ୍ୱହୀନତା ପାଇଁ ସାଧାରଣ ଜନତା ଅସୁବିଧାର ସମ୍ମୁଖୀନ ହେଉଥିବା ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବର ଅସନ୍ତୋଷ ପ୍ରକାଶ କରିଥିଲେ। ପଞ୍ଚାୟତ ପ୍ରତିନିଧିଙ୍କୁ କୌଣସି ସରକାରୀ ଯୋଜନା ସମ୍ପର୍କରେ ବ୍ଲକ ପ୍ରଶାସନ ଅଣଦେଖା କରୁଥିବା ଅଭିଯୋଗ କରିଥିଲେ। ଯାହାକୁ ନେଇ ବ୍ଲକ ଅଧକ୍ଷା କେ ପ୍ରିୟଦର୍ଶିନୀ ଆଚାରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଆଗାମୀ ଯୋଜନା ସମ୍ପର୍କରେ ଅବଗତ କରାଇବା ପାଇଁ କହିଥିଲେ। ସେହିପରି ଗ୍ରାମ୍ୟ ଜଳଯୋଗଣ ବିଭାଗ ଦ୍ୱାରା ବିଭିନ୍ନ ସ୍ଥାନରେ ସୋଲାର ପାନେଲ ମାଧ୍ୟମରେ ଜଳଯୋଗଣ ପାଇଁ ବ୍ୟବସ୍ଥା ହୋଇଥିଲେ ମଧ୍ଯ ତାହା କାମରେ ଆସୁନଥିବା ଜାଣି ମନ୍ତ୍ରୀ ଶ୍ରୀ ମଳିକ ବିରକ୍ତ ପ୍ରକାଶ କରିବା ସହ ତୁରନ୍ତ ତାହାକୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ସମସ୍ତ ବିଭାଗକୁ ଆଗାମୀ ଏକମାସ ମଧ୍ୟରେ ପୁନର୍ବାର ସମୀକ୍ଷା କରାଯାଇ ଅଞ୍ଚଳର ବିକାଶ ଦିଗରେ ଆଲୋଚନା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ। ଉକ୍ତ ବୈଠକରେ ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ବିଡ଼ିଓ ଦୁତିକୃଷ୍ଣ ପାତ୍ର,ଏବିଡିଓ ଧର୍ମରାଜ ପରିଡ଼ା, ଜିଲ୍ଲା ପରିଷଦ ମେମ୍ବର ଗଙ୍ଗାପାଣି ଜେନା ଓ ଚାନ୍ଦିନୀ ନାୟକ, ସାଂସଦ ପ୍ରତିନିଧି ଉତ୍ତମ ଦାସ, ପୋଲିସ ଆଇଆଇସି  ସୀତାଂଶୁ ଶେଖର ମାନ୍ଧାତା ମଞ୍ଚାସିନ ହୋଇଥିଲେ।୨୧ ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବରଙ୍କ ସମେତ ଲାଇନ୍ ଡିପାର୍ଟମେଣ୍ଟ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP