Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଛତ୍ରପୁର ରାଜାଘର ଗୁଣ୍ଡିଚା ମନ୍ଦିର ରେ ଶ୍ରୀଜଗନ୍ନାଥ ଙ୍କ ମତ୍ସ୍ୟ ଅବତାର ଅନୁଷ୍ଠିତ |

18-Jul-2026

ଛତ୍ରପୁର ଗୁଣ୍ଡିଚା ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ମତ୍ସ୍ୟ ଅବତାର ।
ଛତ୍ରପୁ, ତା.୧୮ / ୭ 

କେ.,ସତ୍ୟନାରାୟଣ ରେଡ୍ଡୀ:--------
  ରାଜାଘରଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପକ୍ଷରୁ ପରିଚାଳିତ ଛତ୍ରପୁର ସହରର ମଝିବଜାର ଉପରେ ଅବସ୍ଥିତ ଗୁଣ୍ଡିଚା ମନ୍ଦିରରେ ଶୁକ୍ରବାର ସନ୍ଧ୍ୟାରେ ଶ୍ରୀ ଜଗନ୍ନାଥଙ୍କ ମତ୍ସ୍ୟ ଅବତାର ବେଶ ଦେଖି ଅଗଣିତ ଭକ୍ତଜନ ଆତ୍ମ ବିଭୋର ହୋଇଉଠିଛନ୍ତି । ଏପରିକି ଗୁଣ୍ଡିଚା ମନ୍ଦିରରେ ବିଜେ କରି ସିଂହାସନ ଆରୋହଣ କରିଥିବା ଚତୁର୍ଦ୍ଧାବିଗ୍ରହ ଙ୍କ ଚିତ୍ତାକର୍ଷକ ସାଜସଜ୍ଜା ଶ୍ରୀଜୀଉଙ୍କ ସୁନ୍ଦର ବେଶରେ ଭକ୍ତ ଭାବ ବିହ୍ୱଳ ହୋଇପଡ଼ିଛନ୍ତି । ଏହି ମନ୍ଦିରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ଚତୁର୍ଦ୍ଧା ହସ୍ତରେ ଶଙ୍ଖ ଚକ୍ର ଗଦା ପଦ୍ମ, ବଳଦେବ ଜୀଉ ଶ୍ରୀ ବଳଭଦ୍ର ସ୍ୱାମୀ ଙ୍କ ହସ୍ତରେ ହଳଲଙ୍ଗଳ, ଦେବୀ ସୁଭଦ୍ରା ଙ୍କ ଚତୁର୍ଦ୍ଧା ହସ୍ତରେ ଦେବୀ ପରମ ବୈଷ୍ଣବୀ ମା` ଭ୍ବନେଶ୍ୱରୀ ରୂପରେ ସଜ୍ଜିତ ହୋଇଥାନ୍ତି । ଦେବୀ ସୁଭଦ୍ରା ଙ୍କ ହସ୍ତରେ ପଦ୍ମ ଓ ଖଡଗ, ଗଦା ଆଦି ଧରି ଥିବା ବେଶ ଖୁବ୍ ମନ ଲୋଭା ହୋଇ ଅଗଣିତ ଭକ୍ତଙ୍କ ମନକୁ ଭକ୍ତି ଭାବାବେଗରେ ଆନ୍ଦୋଳିତ କରିଛି । ସେହିପରି ରିକାପଲ୍ଲୀ ଆଡ଼ପ ମଣ୍ଡପରେ ଏବଂ ଛତ୍ରପୁର ଉପର ବଜାର ଠାରେ ଥିବା ଦାଶୀରି ଜଗନ୍ନାଥ ମନ୍ଦିର ଆଡ଼ପ ମଣ୍ଡପରେ ମଧ୍ୟ ଶୁକ୍ରବାର ମତ୍ସ୍ୟ ଅବତାର ବେଶ ଦେଖି ଅଗଣିତଭକ୍ତ ସନ୍ତୋଷ ଲାଭ କରିଛନ୍ତି ।।

News Comment

You Might Also Like

BACK TO TOP