Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ଦ୍ଵାରା ଧରା ପଡିଲେ ସିରିଝୁଲି ଆରାଇ ||

18-Jul-2026

ରାୟଗଡ ଜିଲ୍ଲ  ସିରିଝୁଲି ରାଜସ୍ୱ ନିରୀକ୍ଷକ ଲାଞ୍ଚ  ନେଉଥିଲା ବେଳେ ଭିଜିଲାନ୍ସ ଦ୍ଵାରା ଗିରଫ ।

ଓଡିଶା ଜନ ମତ ବ୍ୟୁରୋ, 

 ସରକାରୀ କର୍ମଚାରୀ, ଅଧିକାରୀ ମାନେ କେତେ ଦରମା ପାଇଲେ ମଧ୍ୟ ତାଙ୍କ ମନ ତୋଷ ହେଉନି | ସେମାନେ ଜନସାଧାରଣ ଙ୍କଠାରୁ ଠକି, ଲୁଟି ନେବାକୁ ଚାହୁଥାନ୍ତି |କିଛି ନିରୀହ ଲୋକଙ୍କୁ ଛାଡିଦେଲେ ଅଧିକାଂଶ ଶିକ୍ଷିତ ବ୍ୟକ୍ତି ମାନେ ଏହିଲାଞ୍ଚ ପାଇଁ ଭିଜିଲାନ୍ସ ର ସହଯୋଗ ନେଇ କର୍ମଚାରୀ, ଅଧିକାରୀ ଙ୍କ ଅସଲ ମୁଖା ଖୋଲି ଦିଅନ୍ତି ||ସେପରି ଏକ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା ଗୁଣୁପୁର ତହସିଲ ଅଧୀନ ସିରିଝୁଲି ସର୍କଲର ରାଜସ୍ୱ ନିରୀକ୍ଷକ ସୁଶାନ୍ତ ମଲ୍ଲିକଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିଛି । ଜଣେ ବ୍ୟକ୍ତି ନିଜର ପୈତୃକ ଜମିର ମ୍ୟୁଟେସନ କରାଇବା ଓ ଜମି ପଟ୍ଟା ପାଇବା ପାଇଁ ସରକାରୀ ନିୟମ ଅନୁସାରେ ଅନଲାଇନରେ ଆବେଦନ କରିଥିଲେ । ସମସ୍ତ ଆବଶ୍ୟକୀୟ ଫିସ୍ ମଧ୍ୟ ଜମା କରିଥିଲେ । ତେବେ ଏହି କା ମକୁ ସମ୍ପାଦନ କରିବା ପାଇଁ ଆରଆଇ ସୁଶାନ୍ତ ମଲ୍ଲିକ କୌଣସି ଯଥାର୍ଥ କାରଣ ନଥାଇ କାମକୁ ଅଟକାଇ ରଖିଥିଲେ। ଏବଂ ଏହି କାର୍ଯ୍ୟ କରିବା ବଦଳରେ ସେ ଆବେଦନକାରୀ ନିକଟରୁ ୨୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ଆରଆଇଙ୍କ ଏଭଳି ଦୁର୍ବ୍ୟବହାର ଓ ଲାଞ୍ଚ ମାଗିବା ନେଇ ଆବେଦନକାରୀ ଜଣକ ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ |ଯୋଜନାବଦ୍ଧ ଭାବେ, ଆବେଦନକାରୀଙ୍କ ଠାରୁ ତାଙ୍କ ଅଫିସ ରୁମରେ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ, ଭିଜିଲାନ୍ସ ଟିମ୍ ତାଙ୍କୁ କାବୁ କରିଛନ୍ତି । ଅଭିଯୁକ୍ତଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କାକୁ ଭିଜିଲାନ୍ସ ଜବତ କରିଛି । ଏହି ଘଟଣା ପରେ ଅଭିଯୁକ୍ତ ଆରଆଇ ସୁଶାନ୍ତ ମଲ୍ଲିକଙ୍କ ସମ୍ପୃକ୍ତି ଥିବା ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ରହିଛି । ଏ ନେଇ କୋରାପୁଟ ଭିଜିଲାନ୍ସ ଥାନାରେ କେସ୍ ନଂ ୧୬/୨୦୨୬ (U/s-7PC (Amendment) Act, 2018) ଅନୁସାରେ ମାମଲା ରୁଜୁ ହୋଇଛି । ବର୍ତ୍ତମାନ ଘଟଣାର ଅଧିକ ତଦନ୍ତ ଜାରି ରହିଛି ।

News Comment

You Might Also Like

BACK TO TOP